ବାଲିଗୁଡା : ବାଲିଗୁଡା ସାରଙ୍ଗଡ ଥାନା ଗୁଟିଙ୍ଗିଆ ଗାଁରେ ଅଭାବନୀୟ ଘଟଣା ଘଟିଛି । ଏକ ୪ ବର୍ଷର ଝିଅକୁ ତାର ମାଆ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଜଙ୍ଗଲରୁ ମୃତଦେହ ଜବତ ସହ ମାଆକୁ ଅଟକ ରଖିଲା ପୋଲିସ । ପାରିବାରିକ କଳହରୁ ମହିଳା ଜଣଙ୍କ ତାଙ୍କ ସ୍ବାମୀଙ୍କ ଠାରୁ ଅଲଗା ରହୁଥିଲେ । କିଛି ଦିନ ହେବ ମାଆ ଝିଅଙ୍କର କୌଣସି ପତ୍ତା ମିଳୁନଥିଲା । ମହିଳାଙ୍କୁ ପରିବାର ଲୋକ ଠାବ କରିବା ପରେ ପୋଲିସକୁ କହିଥିଲେ । ସେପଟେ ହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ପୋଲିସ ଘଟଣାରେ ଏକ ମାମଲା ରୁଜ୍ଜୁ କରି ଅଧିକ ତଦନ୍ତ ଜାରି ରଖିଛି ।
BREAKING NEWS
- Heavy Rain: କାଲି ଏହି ଜିଲ୍ଲାର ସମସ୍ତ ଅଙ୍ଗନବାଡି ,ସ୍କୁଲ୍ ଛୁଟି
- ଡକ୍ଟର ପ୍ରତିଭା ରାୟଙ୍କୁ ଭାରତର ସର୍ବୋଚ୍ଚ ସାହିତ୍ୟ ସମ୍ମାନ ସାହିତ୍ୟ ଅକାଦେମୀ ଫେଲୋସିପ୍ ପ୍ରଦାନ
- ଭୁବନେଶ୍ୱରବାସୀଙ୍କ ମୌଳିକ ସମସ୍ୟା ପ୍ରତି ଚରମ ଅବହେଳା ପ୍ରତିବାଦରେ ବି.ଏମ୍.ସି. ଘେରିଲା ଓଜେସି
- Odisha Orangutan Rescue:ବିଦେଶୀ ବନ୍ୟପ୍ରାଣୀଙ୍କ ଅବୈଧ ଚାଲଣ ପାଇଁ ଓଡ଼ିଶାକୁ ଟ୍ରାଞ୍ଜିଟ୍ ପଥ ହେବାକୁ ଦିଆଯିବ ନାହିଁ: ମୁଖ୍ୟମନ୍ତ୍ରୀ
- ଏଥର ଆଗୁଆ ଆସିପାରେ ଖରାଦିନ, ଶୀଘ୍ର ସମାପ୍ତ ହୋଇପାରେ ମୌସୁମୀ: ପ୍ରସ୍ତୁତି ହେଲେଣି ରାଜ୍ୟ ସରକାର
- ଓରାଙ୍ଗ ଉଟାନ ଚାଲାଣରେ ସମ୍ପୃକ୍ତି ଥିବା ବ୍ୟକ୍ତି ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ: ନେସନାଲ ଜୁ ଅଥରିଟିକୁ ଚିଠି
- ଟି ସର୍ଟ ମାଧ୍ୟମରେ ଅଗରକରଙ୍କୁ ଟାର୍ଗେଟ କରିଛନ୍ତି କି ରୋହିତ
- Operation Anweshan:ଓଡ଼ିଶା ପୋଲିସକୁ ବଡ ସଫଳତା;୧୦୧ ଶିଶୁ ଉଦ୍ଧାର,ସର୍ବାଧିକ ୩୦ ଶିଶୁ ପଶ୍ଚିମବଙ୍ଗରୁ…
- ପ୍ରଶଂସକଙ୍କୁ ନିରାଶ କରିଛି ବିଶ୍ୱକପ ଖେଳିବା ନେଇ ରୋହିତଙ୍କ ବୟାନ
- ଭାରତରେ କାହିଁକି ଶସ୍ତା ହେଉନି ଆପଲ୍ ଫୋନ୍?

Comments are closed.