ପୁରୀ : ନାଳରେ ଭାସୁଛି ଯୁବକଙ୍କ ମୃତ ଦେହ । ଏଭଳି ଅଭାବନୀୟ ଦୃଶ୍ୟ ରେଡକ୍ରସ ରୋଡ ପୁରୀ ପୋଲିସ ହାଇସ୍କୁଲ ନିକଟରେ ଦେଖିବାକୁ ମିଳିଛି । ପୋଲିସ ହାଇସ୍କୁଲ ଗେଟ ଦେଇ ଯାଇଥିବା ନଳାରେ ଜଣେ ଅଜଣା ମୃତ ଦେହ ପାଣିରେ ଭାସମାନ ଅବସ୍ଥାରେ ପଡ଼ିଥିବାର ଦେଖିବାକୁ ମିଳିଛି l ଏନେଇ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ମୂତକ ଜଣକ କିଏ ତାଙ୍କ ପରିଚୟ ମିଳିପାରିନିl ଘଟଣାସ୍ଥଳରେ ବର୍ତ୍ତମାନ ସୁଦ୍ଧା ପୋଲିସ ପହଞ୍ଚି ନଥିବା ବେଳେ ସ୍ଥାନୀୟ ଲୋକଙ୍କ ଭିଡ ଜମିଛି l
BREAKING NEWS
- ଦୁରନ୍ତୋ ଏକ୍ସପ୍ରେସର ଶୌଚାଳୟରେ କର୍ମଚାରୀ ବାସନ ଧୋଇବାର ଭିଡିଓ ସାମ୍ନାକୁ ଆସିବା ପରେ ରେଳବାଇକୁ ନୋଟିସ ଜାରି କଲା FSSAI
- ଆରମ୍ଭ ହେଲା SIR; ପ୍ରଥମ ଦିନରେ ୨ଲକ୍ଷ ୫୯ହଜାରରୁ ଅଧିକ ଭୋଟରଙ୍କୁ ପରିଗଣନା ଫର୍ମ ବଣ୍ଟନ
- Odisha Vigilance: ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ବନ୍ଧାହେଲେ ସମବାୟ ଅଧିକାରୀ
- ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାର ତଦନ୍ତ କରିବ ଏନଏଚଆରସି ଟିମ୍
- ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଖସିଲା ଛାତର ସିଲିଂ;ଅଳ୍ପକେ ବର୍ତ୍ତିଲେ ରୋଗୀ
- ମନି ଲଣ୍ଡରିଂ ମାମଲାରେ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କୁ ଝଟକା, ଚାର୍ଜ ଫ୍ରେମ କରିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ
- ଇକୋଲାଇମ୍+: ଶିଳ୍ପ ଆବର୍ଜନା ପାଲଟିଲା ସମାଧାନ, ଓଡ଼ିଶାର ଅମ୍ଳୀୟ ମାଟିରେ ହେବ ୧୦-୧୫% ଡିଏପି ସଞ୍ଚୟ
- Cotton Import Custom Duty:ବୟନ ଶିଳ୍ପକୁ ସରକାରଙ୍କ ବଡ଼ ଉପହାର;କପା ଆମଦାନୀ ଉପରେ ସୀମା ଶୁଳ୍କ ଛାଡ଼
- ଗୋଟିଏରୁ ଅଧିକ ପାନ କାର୍ଡ ରଖିବା ପଡିପାରେ ମହଙ୍ଗା, ଗଣିବାକୁ ପଡିବ ମୋଟା ଅଙ୍କର ଜରିମାନା
- ଏସିଆନ ଗେମ୍ସ ଟ୍ରାଏଲରେ ହାରିଗଲେ ଭିନେଶ ଫୋଗଟ
Comments are closed.