Latest Odisha News

BREAKING NEWS

ଜଙ୍ଗଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପୋଲିସର ଛାନଭିନ୍ ଜାରି

ମୟୂରଭଞ୍ଜ : ଜଙ୍ଗଲ ଭିତରୁ ଉଦ୍ଧାର ହେଲା ଯୁବତୀଙ୍କ ମୃତଦେହ । ଏପରି ଚାଞ୍ଚଲ୍ୟକର ଘଟଣା ମୟୂରଭଞ୍ଜ ଜିଲ୍ଲା ଠାକୁରୁମୁଣ୍ଡାରେ ଘଟିଛି । ଖଣ୍ଡବନ୍ଧ ପଞ୍ଚାୟତ ସରବାଳି ସାହି ଜଙ୍ଗଲରୁ ଯୁୂବତୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ପ୍ରଥମେ ଯୁବତୀଙ୍କ ମୃତ ଦେହକୁ ସ୍ଥାନୀୟ ଲୋକମାନେ ଦେଖି ପୋଲିସକୁ ଖବର ଦେଇଥିଲୋ ପୋଲିସ ଘଟଣା ସ୍ଥଳରେ ପହଁଞ୍ଚି ମୃତ ଦେହକୁ ଉଦ୍ଧାର କରିବା ସହ ଛାନଭିନ ଜାରି ରଖିଛି । ତେବେ ଯୁବତୀଙ୍କୁ କେହି ମାରି ଫିଙ୍ଗିଦେଇଥିବା ପୋଲିସ ସନ୍ଦେହ କରୁଛି । ଯୁବତୀଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ ।

Comments are closed, but trackbacks and pingbacks are open.