ନୂଆଦିଲ୍ଲୀ: ରାଜରାସ୍ତାରେ ଦେଶର ଅନ୍ନଦାତା । ନୂଆ କୃଷି ବିଲକୁ ବିରୋଧ କରିବା ସହ ନିଜ ହକ ପାଇଁ ଦିଲ୍ଲୀ ସୀମାରେ ଆନ୍ଦୋଳନ ଚଳାଇଛନ୍ତି ହଜାର ହଜାର କୃଷକ । ଦାବି ପୂରଣ ନେହେଲେ ଆନ୍ଦୋଳନରୁ ଓହରିବେ ନାହିଁ ବୋଲି ସଫା ସଫା ଶୁଣାଇ ଦେଇଛନ୍ତି । ଅଡୁଆରେ ପଡିଥିବା କେନ୍ଦ୍ର ସରକାର ଆଜି କୃଷକଙ୍କ ସହ ଆଲୋଚନା କରିବେ । କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ସେମାନଙ୍କୁ ଡାକିଛନ୍ତି ।
ଆଜି ଅପରାହ୍ମ ୩ଟାରେ କୃଷକ ନେତାଙ୍କ ସହ ଆଲୋଚନା କରିବେ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମର । ଏନେଇ କୃଷକ ସଂଗଠନକୁ ଚିଠି ଲେଖି ଜଣାଇଛନ୍ତି କୃଷି ସିଚବ ସଞ୍ଜୟ ଅଗ୍ରଓ୍ୱାଲ । କେନ୍ଦ୍ର ସରକାର ୩୨ଟି କୃଷକ ସଂଗଠନର ପ୍ରତିନିଧିଙ୍କୁ ଆଲୋଚନା ପାଇଁ ଆମନ୍ତ୍ରଣ କରିଛନ୍ତି । ତେବେ ସେମାନେ ଆଲୋଚନାକୁ ଯିବେ କି ନାହିଁ କୃଷକ ସଂଗଠନ ବୈଠକରେ ବିଚାରବିମର୍ଶ ପରେ ନିଷ୍ପତ୍ତି ହେବ ।
BREAKING NEWS
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
- ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
Comments are closed.