ଭୁବନେଶ୍ୱର: ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଛନ୍ତି, ବିଜୟ ମହାନ୍ତିଙ୍କ ବିୟୋଗରେ ସେ ଗଭୀର ମର୍ମାହତ । ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା । କଳାର ଯାଦୁରେ ପିଢି ପରେ ପିଢି ପ୍ରଶଂସକଙ୍କୁ ସେ ବାନ୍ଧି ରଖି ପାରିଥିଲେ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।
ବିଜୟ ନମହାନ୍ତିଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । କଷ୍ଟକର ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାରବର୍ଗଙ୍କୁ ଧୈର୍ୟ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି କେନ୍ଦ୍ର ମନ୍ତ୍ରୀ କହିଛନ୍ତି ।
BREAKING NEWS
- ଗ୍ରିନଲାଣ୍ଡ ପହଞ୍ଚିଲେ ୟୁରୋପୀୟ ସୈନିକ, ବଢିଲା ସୁରକ୍ଷା ଚିନ୍ତା
- ବିମାନ ଚଳାଚଳ ସୁରକ୍ଷା ପାଇଁ ଆମିଷ ଓ ବର୍ଜ୍ୟ ପରିଚାଳନାକୁ ନେଇ ବିଏମସିର କଡ଼ା ନିର୍ଦ୍ଦେଶ
- Cold Wave: ପୁଣି ରାଜ୍ୟରେ ହାଡ଼ଭଙ୍ଗା ଶୀତ, ଥରିବ ଏସବୁ ଜିଲ୍ଲା
- ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ୪ ବସ୍ ଜବତ…ଥିଲା ନକଲି ନମ୍ବର ପ୍ଲେଟ୍, ଲାଗିଲା ମୋଟା ଫାଇନ
- ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ;୪ ହଜାର ଟଙ୍କା ନେଇଯାଇଥିବା ସନ୍ଦେହରେ ବନ୍ଧୁକୁ ହତ୍ୟା
- Naxalites Surrender:୫୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ;ମୁଣ୍ଡରେ ରହିଛି ୧କୋଟି୪୧ ଲକ୍ଷ
- Iran tensions: ଇସ୍ରାଏଲ ଯାତ୍ରା ନେଇ ଆଡଭାଇଜରୀ ଜାରି କଲା ଭାରତ
- ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ
- ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣା, ୪୦୦୦ ମହିଳାଙ୍କୁ ମିଳିବ…
- ପାଲକ ପନିରକୁ ନେଇ ବିବାଦ, ଭାରତୀୟ ଛାତ୍ରଙ୍କୁ ମିଳିଲା ୧.୮ କୋଟି…
Comments are closed.