Latest Odisha News

BREAKING NEWS

ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷା

ନୂଆଦିଲ୍ଲୀ: ଭାରତର ପ୍ରାକୃତିକ ଗ୍ୟାସ ଆମଦାନୀକୁ ହ୍ରାସ କରିବ ତାଳଚେର ଫର୍ଟିଲାଇଜର ପ୍ଲାଂଟ୍ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନେଇ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପେଟ୍ରୋଲିୟମ ମନ୍ତ୍ରାଳୟ ତଥା ଫର୍ଟିଲାଇଜର୍ସ ବିଭାଗ ଓ ତାଳଚେର ଫର୍ଟିଲାଇଜର୍ସର ଅଧିକାରୀମାନଙ୍କ ସହ ସମୀକ୍ଷା କରିଛନ୍ତି ।

ଏହି ପ୍ଲାଂଟ୍ କାର୍ଯ୍ୟକ୍ଷମ ହେଲେ ଏହା ଭାରତର ପ୍ରାକୃତିକ ଗ୍ୟାସ ଆମଦାନୀକୁ ହ୍ରାସ କରିବ ଏବଂ ଭାରତକୁ ଗ୍ୟାସ ଓ ସାର କ୍ଷେତ୍ରରେ ଆତ୍ମନିର୍ଭରଶୀଳ କରିବାରେ ସୟାହକ ହେବ ବୋଲି ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ ମତବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.