Latest Odisha News

BREAKING NEWS

ସଡ଼କ ଦୁର୍ଘଟଣାରେ କେନ୍ଦ୍ର ମନ୍ତ୍ରୀ ଆହତ, ପତ୍ନୀ ମୃତ

ନୂଆଦିଲ୍ଲୀ: କର୍ଣ୍ଣାଟକରେ ସୋମବାର ସନ୍ଧ୍ୟାରେ ଘଟିଥିବା ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ କେନ୍ଦ୍ର ମନ୍ତ୍ରୀ ଶ୍ରୀପଦ ନାୟକ ଆହତ ହୋଇଥିବା ବେଳେ ତାଙ୍କ ପତ୍ନୀ ବିଜୟାଙ୍କ ମୃତ୍ୟୁ ଘଟିଛି।

ଏନଡିଟିଭିର ରିପୋର୍ଟ ଅନୁଯାୟୀ, ଦୁର୍ଘଟଣାରେ ତାଙ୍କ ପତ୍ନୀ ଏବଂ ବ୍ୟକ୍ତିଗତ ସଚିବ ଦୀପକଙ୍କର ଡାକ୍ତରଖାନାରେ ମୃତ୍ୟୁ ହୋଛି।

ଆୟୁଷ (ସ୍ବାଧୀନ) ତଥା ରାଜ୍ୟ ପ୍ରତିରକ୍ଷା ମନ୍ତ୍ରୀ ଥିବା ଶ୍ରୀ ନାୟକ ଗୋଆର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

କର୍ଣ୍ଣାଟକର ଉତ୍ତର କନ୍ନଡ ଜିଲ୍ଲାର ଆଙ୍କୋଲା ଠାରେ ଏହି ଦୁର୍ଘଟଣା ଘଟିଥିବା ବେଳେ ମନ୍ତ୍ରୀ ୟେଲାପୁରରୁ ଗୋକର୍ଣ୍ଣା ଅଭିମୁଖେ ଯାତ୍ରା କରୁଥିଲେ।

Leave A Reply

Your email address will not be published.