Latest Odisha News

ରାଜଧାନୀର ୟୁନିଟ୍‌-୪ ମାଛ ମାର୍କେଟକୁ ସିଲ୍ କଲା ବିଏମ୍‌ସି

ଭୁବନେଶ୍ୱର: ୟୁନିଟ୍ ୪ ମାଛ ମାର୍କେଟର ସାତ ଜଣ ମାଛ ଦୋକାନୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ପରେ ବିଏମସି ପକ୍ଷରୁ ମାର୍କେଟକୁ ସିଲ୍ କରାଯାଇଛି । ଅନ୍ୟ ମାଛ ବେପାରୀମାନଙ୍କୁ ସଙ୍ଗରୋଧରେ ରହିବା ପାଇଁ କୁହାଯାଇଛି । ଏଥି ସହ ବଜାରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ମଧ୍ୟ ସିଲ୍ କରାଯାଇଛି ।

ଗତ ସାତ ଦିନ ମଧ୍ୟରେ ମାଛ ମାର୍କେଟକୁ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ହୋମ କ୍ୱାରେଣ୍ଟାଇନରେ ରହିବା ପାଇଁ କୁହାଯାଇଛି । ଣ୍ଟ

Leave A Reply

Your email address will not be published.