Latest Odisha News

BREAKING NEWS

ଗତ ୨୪ ଘଣ୍ଟାରେ ଆମେରିକାରେ ୧୨୫୮ କରୋନା ରୋଗୀଙ୍କ ମୃତ୍ୟୁ

ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୫୧,୦୧୭ରୁ ଅଧିକ ଟପିଲାଣି ।

BjdElectrycity

ଏହାବ୍ୟତିତ ୯ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।

ଏନେଇ ଟ୍ୱିଟ୍ କରିଛି ଏକ ନ୍ୟୁଜ ସରାବରାହ ଏଜେନ୍ସି ।

ଉକ୍ତ ରିପୋର୍ଟ ଅନୁଯାୟୀ କରୋନାଭାଇରସ୍ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୧୨୫୮ ଜଣଙ୍କର ମୃତ୍ୟୁ ହୋଇଛି।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଭାରତ, ଫ୍ରାନ୍ସ, ବ୍ରିଟେନ୍‌, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୨୦୬ଟି ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.