Latest Odisha News

BREAKING NEWS

ଆମେରିକାରେ ସ୍ଥିତି ଅସମ୍ଭାଳ; ଗୋଟିଏ ଦିନରେ ୧୭୩୮ ମୃତ

ୱାସିଂଟନ: କରୋନାର କରାଳ ରୂପ ଆଗରେ ଅସହାୟ ସାରା ବିଶ୍ୱ। ଶକ୍ତିଶାଳୀ ରାଷ୍ଟ୍ର ବୋଲାଉଥିବା ଆମେରିକା ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ ।

କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ପ୍ରାୟ ୧ ହଜାର ୭୩୮ ଜଣଙ୍କ ମୃତ୍ୟୁ ଘଟିଛି। ଯାହା ଫଳରେ ଆମେରିକାରେ ସର୍ବମୋଟ ମୃତ୍ୟୁ ସଂଖ୍ୟା ୪୭ ହଜାରରେ ପହଞ୍ଚିଛି ।

 

ଏନେଇ ନ୍ୟୁଜ ସରବରାହ ସଂସ୍ଥା ଏଏନଆଇ ରିପୋର୍ଟରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଭାରତ, ଫ୍ରାନ୍ସ, ବ୍ରିଟେନ୍‌, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୨୦୬ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.