ଭୁବନେଶ୍ବର : ଆସନ୍ତାକାଲି ପଞ୍ଚାୟତିରାଜ ଦିବସ । ଏଥିପାଇଁ କାଲି ବନ୍ଦ ରହିବ ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ । ଉଚ୍ଚଶିକ୍ଷା ବିଭାଗ ଅଧିନ ସମସ୍ତ ଡିଗ୍ରୀ କଲେଜ ମଧ୍ୟ ଛୁଟି ରହିବ । ଆସନ୍ତାକାଲି ଛୁଟି ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଏନେଇ ସମସ୍ତ ବିଶ୍ବବିଦ୍ୟାଳୟର କୁଳପତି ଓ ଡିଗ୍ରୀ କଲେଜର ପ୍ରିନ୍ସିପାଲଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସରକାରଙ୍କ ପ୍ରମୁଖ ସଚିବ ।
BREAKING NEWS
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
- ଆସାମ ନିର୍ବାଚନ ପାଇଁ ବିଜେପିର ମାଷ୍ଟର ପ୍ଲାନ୍
Comments are closed.