ଭୁବନେଶ୍ବର : ଆସନ୍ତାକାଲି ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି କୃଷକ ସଙ୍ଗଠନ । ଦୋକାନ ବଜାର ସହ ବନ୍ଦ ରହିବ ଗାଡ଼ି ଚଳାଚଳ । ଭାରତ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ବନ୍ଦ ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ । ଏନେଇ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି । ଭାରତ ବନ୍ଦ ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିବ । ସେହିପରି କଲେଜ୍, ବିଶ୍ବବିଦ୍ୟାଳୟ ଓ ବୈଷୟିକ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ । କୃଷକ ସଙ୍ଗଠନ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଥିବା ବେଳେ, ଏହାକୁ ସମର୍ଥନ ଜଣାଇଛି କଂଗ୍ରେସ ଓ ବାମଦଳ ।
BREAKING NEWS
- J&K Encounter: ସେନା-ଆତଙ୍କବାଦୀ ଏନକାଉଣ୍ଟର: ୮ ଜଣ ଯବାନ ଆହତ, ଅପରେସନ ଜାରି
- ମାଫିଆଙ୍କ ପାଇଁ ବିପଦ ଘଣ୍ଟି; ବେଆଇନ କାରବାର କଲେ ଘରେ ପହଞ୍ଚିବ ଇଡି: ମନ୍ତ୍ରୀ
- Human Trafficking: ମାନବ ଚାଲାଣ ଗ୍ୟାଙ୍ଗର ପର୍ଦ୍ଦାଫାସ: ୧୨ଶିଶୁ ଉଦ୍ଧାର, ୧୫ ଗିରଫ
- ଆଇଆଇଟି ମାଡ୍ରାସର ବଡ଼ ସଫଳତା: ୭୦ କିଲୋମିଟର ଯାଏଁ ଲକ୍ଷ୍ୟଭେଦ କରିପାରିବ ସ୍ୱଦେଶୀ ତୋପ ସେଲ୍, ସେନାକୁ କରିବ ମଜବୁତ…
- BJP: ଆଜିଠୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଆରମ୍ଭ..
- Weather Update: ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା
- UAE President: ସାଉଦି ଆରବ ସହ ଉତ୍ତେଜନା ମଧ୍ୟରେ ୟୁଏଇ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ; ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବେ
- ଗତବର୍ଷ ତୁଳନାରେ ଏଥର ଚିଲିକାକୁ ଆସିଛନ୍ତି ଅଧିକ ପକ୍ଷୀ
- ପୋଲିସ ହାତରୁ ଖସିଯିବା ପାଇଁ ଫାଙ୍କା ଗୁଳି ଚାଳନା; ୮ ଅଟକ
- କଳାହାଣ୍ଡିକୁ ୮୯୧.୩୯ କୋଟିର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ
Comments are closed.