ପିପିଲି : ପିପିଲି ପୌର ନିର୍ବାଚନରେ ଦେଖାଦେଇଛି ରାଜନୈତିକ ହିଂସା । ପୌର ନିର୍ବାଚନ ଚାଲିଥିବା ସମୟରେ ଏଜେଣ୍ଟଙ୍କୁ ଆକ୍ରମଣ । ଏଥିରେ ଏଜେଣ୍ଟ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତି ହୋଇଛନ୍ତି । ଏପରି ଅଭାବନୀୟ ଘଟଣା ପିପିଲି ପୌର ନିର୍ବାଚନର ୭ ନମ୍ବର ୱାର୍ଡର ୯ ନମ୍ବର ବୁଥରେ ଘଟିଛି । ଏଜେଣ୍ଟଙ୍କୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ବିଜେପି ଏଜେଣ୍ଟ ଅନୀଲ ସିଂଙ୍କୁ ବିଜେଡି କର୍ମୀମାନେ ଆକ୍ରମଣ କରିଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତି କରାଯାଇଛି ।
BREAKING NEWS
- Fake note: ନକଲି ନୋଟ କାରବାର ଘଟଣାରେ ପୁଣି ୨ ଗିରଫ
- ମଦ୍ୟପାନ ସମୟରେ ଜମାରୁ ଖାଆନ୍ତୁନି ଏହି ଖାଦ୍ୟ, ଜୀବନ ପଳାଇବ !
- Hindu man lynched in Bangladesh: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା,ଏକ ଭିଡ଼ ପିଟି ପିଟି…
- ହର୍ବାଲ ଟିକୁ ‘ଚା’ କହିବା ଭୁଲ; ବେଆଇନ ଘୋଷଣା କଲା FSSAI
- ଶୀତ ଦିନେ ଚୁମ୍ବନ କଲେ ଛାଡ଼ିଯିବ ଥଣ୍ଡା ଜ୍ୱର ! ଜାଣନ୍ତୁ କ’ଣ କହୁଛି ମେଡିକାଲ ସାଇନ୍ସ
- ଲିଭ୍-ଇନ୍ ରିଲେସନସିପ୍କୁ ନେଇ ହାଇକୋର୍ଟଙ୍କ ବଡ଼ ରାୟ, ସମସ୍ତେ ଆଶ୍ଚର୍ଯ୍ୟ
- Illegal immigration:’ଦେଶାନ୍ତର କରିବାର ଅଧିକାର ଅଛି…’, ଅବୈଧ ପ୍ରବାସୀ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନକୁ ଥରୁରଙ୍କ ସମର୍ଥନ
- ୩୩୫୮ କୋଟି ଟଙ୍କାର ଫାଇଦା ପାଇଛି ବିସିସିଆଇ: ରିପୋର୍ଟ
- ରେଡ୍ ଫ୍ଲାଗ ଘୋଷଣା ହେଲା ଚାନ୍ଦବାଲି ଦୁଷ୍କର୍ମ ଓ ହତ୍ୟା ମାମଲା…
- ଅପରେସନ ଚକ୍ର ଅଭିଯାନ: ବ୍ରାଉନସୁଗାର ଓ କୋରେକ୍ସ ବିକ୍ରି ଅଭିଯୋଗରେ ବନ୍ଧା ହେଲେ ଅନେକ
Comments are closed.