Latest Odisha News

ପିପିଲି ପୌର ନିର୍ବାଚନ ହିଂସା : ବୁଥରେ ଉତ୍ତେଜନା ,ଏଜେଣ୍ଟ ଗୁରୁତର

ପିପିଲି : ପିପିଲି ପୌର ନିର୍ବାଚନରେ ଦେଖାଦେଇଛି ରାଜନୈତିକ ହିଂସା । ପୌର ନିର୍ବାଚନ ଚାଲିଥିବା ସମୟରେ ଏଜେଣ୍ଟଙ୍କୁ ଆକ୍ରମଣ । ଏଥିରେ ଏଜେଣ୍ଟ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତି ହୋଇଛନ୍ତି । ଏପରି ଅଭାବନୀୟ ଘଟଣା ପିପିଲି ପୌର ନିର୍ବାଚନର ୭ ନମ୍ବର ୱାର୍ଡର ୯ ନମ୍ବର ବୁଥରେ ଘଟିଛି ।  ଏଜେଣ୍ଟଙ୍କୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ବିଜେପି ଏଜେଣ୍ଟ ଅନୀଲ ସିଂଙ୍କୁ ବିଜେଡି କର୍ମୀମାନେ ଆକ୍ରମଣ କରିଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତି କରାଯାଇଛି ।

Leave A Reply

Your email address will not be published.