ନୂଆଦିଲ୍ଲୀ: ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୩ରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ସାଧାରଣ ଜନତାଙ୍କ ମତଦାନ ପ୍ରକ୍ରିୟା ଆରମ୍ଭ ହେବ। ଏଥର ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ଜୋ ବିଡେନ୍ ଏବଂ ରିପବ୍ଲିକାନ୍ ପାର୍ଟି ପ୍ରାର୍ଥୀ ତଥା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଏହି ପ୍ରତିଯୋଗିତା ଚାଲିଛି। ତେବେ ଭାରତୀୟ ସମୟ ଅନୁଯାୟୀ ଆସନ୍ତାକାଲି ଅପରାହ୍ନ ୪.୩୦ରୁ ଆମେରିକାରେ ମତଦାନ ପ୍ରକ୍ରିୟା ଆରମ୍ଭ ହେବ। ନୂଆଦିଲ୍ଲୀ ଏବଂ ଆମେରିକାର ରାଜଧାନୀ ୱାଶିଂଟନରେ ୧୦.୩୦ ମିନିଟ୍ ଘଣ୍ଟାର ସମୟ ପାର୍ଥକ୍ୟ ଅଛି। ଏଥର ଆମେରିକାରେ ମତଦାନ ସକାଳ ୬ ଟାରୁ ରାତି ୯ ଟା ପର୍ଯ୍ୟନ୍ତ ହେବ।
BREAKING NEWS
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
Comments are closed.