ୱାଶିଂଟନ: ଆମେରିକାକୁ ଘାରିିଛି କରୋନା ଭୟ । ଏହି ମରାତ୍ମକ ଭୂତାଣୁକୁ ଆମେରିକାରେ ଜାତୀୟ ଜରୁରୀ ପରିସ୍ଥିତି ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏଥିସହ ଏହି ମହାମାରୀର ମୁକାବିଲା ପାଇଁ ରାଜ୍ୟଗୁଡିକୁ ୫୦ ମିଲିଅନ ଡଲାର ଦିଆଯିବ ବୋଳି ସେ ଘୋଷଣା କରିଛନ୍ତି ।
ବିଶ୍ୱବ୍ୟାପୀ ଆତଙ୍କର କାରଣ ପାଲଟିଥିବା କରୋନା ଭାଇରସ ଯୋଗୁଁ ଆମେରିକାରେ ୪୧ ଜଣଙ୍କ ମୃତ୍ୟୁ ହୋଇଛି । ୧୭ଶହରୁ ଅଧିକ ଲୋକେ ସଂକ୍ରମିତ ହୋଇଛନ୍ତି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କରୋନା ଭାଇରସକୁ ମହାମାରୀ ଘୋଷଣା କରିବା ପରେ ଆମେରିକା ଏ ଦିଗରେ ବଡ ପଦକ୍ଷେପ ନେଇଛି ।
ଟ୍ରମ୍ପ କହିଛନ୍ତି ଯେ, ଆମେରିକାର ୪୬ଟି ରାଜ୍ୟ ଏବଂ ୱାଂଶିଟନ୍ ଡିସିରେ କରୋନା ମୁକାବିଲା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ଆମେରିକାର ୧୯ଟି ରାଜ୍ୟରେ ଏବେ କରୋନା ତାର କାୟା ବିସ୍ତାର କରିଛି । ତେଣୁ ଏହି ବିପଦପୂର୍ଣ୍ଣ ଭାଇରସ ସହ ଲଢ଼େଇ କରିବା ଜରୁରୀ ବୋଲି ଟ୍ରମ୍ପ କହିଛନ୍ତି ।
BREAKING NEWS
- କୋଭିଡ-୧୯ ମହାମାରୀ ପରେ ଦେଶରେ ବଡ ସଙ୍କଟ ବାୟୁ ପ୍ରଦୂଷଣ
- ନନ୍ଦନକାନନରେ ପୁଣି ଆରମ୍ଭ ବୋଟିଂ ସେବା
- ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବ ଉଦ୍ଘାଟିତ; ୩୫୦ ନୃତ୍ୟଶିଳ୍ପୀଙ୍କ ଅଂଶଗ୍ରହଣ, ଭାରତ ବାହାରୁ ୧୫…
- ସ୍ୱତନ୍ତ୍ର ଚଢ଼ାଉ ଅଭିଯାନର ୫ମ ଓ ୬ଷ୍ଠ ଦିନରେ ୪୨୧ ମାମଲା ରୁଜୁ,୨.୧୭ କୋଟି ମୂଲ୍ୟର…
- ଚଳିତ ମାସରୁ SOG ଯବାନ ଓ ଅଫିସରଙ୍କ Risk Allowance ହେଲା ବୃଦ୍ଧି
- ଆତଙ୍କବାଦ ଉପରେ ‘୩୬୦-ଡିଗ୍ରୀ’ପ୍ରହାର ପାଇଁ ପ୍ରସ୍ତୁତ:ଅମିତ ଶାହ
- ବାହାର ରାଜ୍ୟର ଧାନ ଗାଡି ଉପରେ ନଜର, ବିଭିନ୍ନ ଜିଲ୍ଲାରେ ଏନଫୋର୍ସମେଣ୍ଟ ଟିମ ନିଯୁକ୍ତ
- “ଓଡ଼ିଶାର ସର୍ବବୃହତ ଆଉଟଲାଇନ୍ ମାନଚିତ୍ର” ସୃଷ୍ଟି କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ କଲା ସରକାରୀ ପଲିଟେକ୍ନିକ୍ କଲେଜ
- ବିପ୍ଳବୀ ଧରଣୀ ଧରଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ ମୁଖ୍ୟମନ୍ତ୍ରୀ, କହିଲେ କଥା ଦେଇ, କଥା ରଖିଲି…
- ଧାନ ଇନପୁଟ୍ ସହାୟତା ଚାଷୀଙ୍କ ମନୋବଳ ବଢ଼ାଇଛି, ଚାଷ ପ୍ରତି ଆଗ୍ରହ ବଢ଼ିଛି-ମୁଖ୍ୟମନ୍ତ୍ରୀ
Comments are closed.