ୱାଶିଂଟନ: ଆମେରିକାକୁ ଘାରିିଛି କରୋନା ଭୟ । ଏହି ମରାତ୍ମକ ଭୂତାଣୁକୁ ଆମେରିକାରେ ଜାତୀୟ ଜରୁରୀ ପରିସ୍ଥିତି ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏଥିସହ ଏହି ମହାମାରୀର ମୁକାବିଲା ପାଇଁ ରାଜ୍ୟଗୁଡିକୁ ୫୦ ମିଲିଅନ ଡଲାର ଦିଆଯିବ ବୋଳି ସେ ଘୋଷଣା କରିଛନ୍ତି ।
ବିଶ୍ୱବ୍ୟାପୀ ଆତଙ୍କର କାରଣ ପାଲଟିଥିବା କରୋନା ଭାଇରସ ଯୋଗୁଁ ଆମେରିକାରେ ୪୧ ଜଣଙ୍କ ମୃତ୍ୟୁ ହୋଇଛି । ୧୭ଶହରୁ ଅଧିକ ଲୋକେ ସଂକ୍ରମିତ ହୋଇଛନ୍ତି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କରୋନା ଭାଇରସକୁ ମହାମାରୀ ଘୋଷଣା କରିବା ପରେ ଆମେରିକା ଏ ଦିଗରେ ବଡ ପଦକ୍ଷେପ ନେଇଛି ।
ଟ୍ରମ୍ପ କହିଛନ୍ତି ଯେ, ଆମେରିକାର ୪୬ଟି ରାଜ୍ୟ ଏବଂ ୱାଂଶିଟନ୍ ଡିସିରେ କରୋନା ମୁକାବିଲା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ଆମେରିକାର ୧୯ଟି ରାଜ୍ୟରେ ଏବେ କରୋନା ତାର କାୟା ବିସ୍ତାର କରିଛି । ତେଣୁ ଏହି ବିପଦପୂର୍ଣ୍ଣ ଭାଇରସ ସହ ଲଢ଼େଇ କରିବା ଜରୁରୀ ବୋଲି ଟ୍ରମ୍ପ କହିଛନ୍ତି ।
BREAKING NEWS
- Captain Smit Machchhar: ହିରୋ ପାଇଲଟ୍ଙ୍କ ସହ ଫୋନ୍ରେ କଥା ହେଲେ ପିଏମ୍ ମୋଦୀ, ମଚ୍ଛାର ବଖାଣିଲେ କେମିତି ମରଣକୁ ତିଳେ ହେଲେ କରିନଥିଲେ ଖାତିର…
- Putin Praises Modi: ମୋଦୀଙ୍କୁ ଭୂରି ଭୂରି ପ୍ରଶଂସା କଲେ ବନ୍ଧୁ ପୁଟିନ୍, କହିଲେ, ‘ତାଙ୍କ ପାଖରେ ଭଲ ଭଲ ବିଚାର ଅଛି’
- Viral Video: ଫେମସ୍ ହେବା ପାଇଁ ଜୀବନକୁ ବାଜି! ରେଳ ଇଞ୍ଜିନ୍ରେ ଶାଢ଼ି ବାନ୍ଧି ଡ୍ୟାନ୍ସ କଲେ ମହିଳା, ତାତିଲେ ୟୁଜର୍ସ
- ଦୁଇ ଟଙ୍କା ବଢ଼ିଲା ଓମଫେଡ୍ କ୍ଷୀର ଦର, ଏହି ଦିନରୁ ଲାଗୁ ହେବ ବର୍ଦ୍ଧିତ ଦର..
- ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କଲେ ଓଡ଼ିଶା ରାଜ୍ୟପାଳ ଡ଼.ହରି ବାବୁ କମ୍ଭମପାଟି
- ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ମନେ ପକାଇଲେ
- ନୂଆଦିଲ୍ଲୀରେ ଲାଗୁ ହେଲା BNSSର ଧାରା ୧୬୩
- ସୁନ୍ଦରପନ୍ଦା ବୋମା ବିସ୍ଫୋରଣ ମାମଲା, ୨ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା NIA
- ଏସୀୟ କ୍ରୀଡ଼ା: ୭୫ ବର୍ଷରେ ପ୍ରଥମ ଥର ପାଇଁ ଭାରତୀୟ ମହିଳା ରିକର୍ଭ ଟିମ୍ ଜିତିଲା ସ୍ୱର୍ଣ୍ଣ ପଦକ
- ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା

Comments are closed.