ନୂଆଦିଲ୍ଲୀ: ଆମେରିକାର ବୈଦେଶିକ ସଚିବ ମାଇକ ପୋମ୍ପିଓ ଏବଂ ପ୍ରତିରକ୍ଷା ମନ୍ତ୍ରୀ ମାର୍କ ଟି ଏସପର୍ ‘ଟୁ ପ୍ଲସ୍ ଟୁ’ ମନ୍ତ୍ରୀସ୍ତରୀୟ ଆଲୋଚନା ପାଇଁ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏଥି ସହିତ ଆମେରିକାର ବୈଦେଶିକ ବିଭାଗ କହିଛି ଯେ ଆସନ୍ତା ୨୦୨୧ ଜାନୁୟାରୀ ୧ ରୁୁ ଆରମ୍ଭ ହେବାକୁ ଥିବା ୟୁଏନ୍ଏସ୍ସି କାର୍ଯ୍ୟକାଳ ମଧ୍ୟରେ ଆମେରିକା ଭାରତର ମିଳିତ ସହଯୋଗରେ କାମ କରିବାକୁ ଅପେକ୍ଷା ଚାହୁଁଛି।
ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ‘ଟୁ ପ୍ଲସ୍ ଟୁ’ ମନ୍ତ୍ରୀସ୍ତରୀୟ ଆଲୋଚନା ପୂର୍ବରୁ ଆମେରିକାର ବୈଦେଶିକ ବିଭାଗ କହିଛି ଯେ ଏକ ଅଗ୍ରଣୀ ଆଞ୍ଚଳିକ ତଥା ବିଶ୍ୱ ଶକ୍ତି ଭାବରେ ଭାରତର ଉଦବୋଧନକୁ ଆମେରିକା ସ୍ୱାଗତ କରୁଛି। ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ଆଗାମୀ କାର୍ଯ୍ୟକାଳ ମଧ୍ୟରେ ଆମେରିକା ଭାରତ ସହ ଘନିଷ୍ଠ ସହଯୋଗ କରିବାକୁ ପ୍ରସ୍ତୁତ ବୋଲି ସେ କହିଛନ୍ତି।
BREAKING NEWS
- Nisha Maharana: ଗିରଫ ହେବେ ନିଶା ମହାରଣା, ଖୋଜୁଛି ପୋଲିସ
- ୧୩ ବର୍ଷିୟ ନାବାଳିକାକୁ ଦୁଷ୍କର୍ମ କରି ୫୫ ବର୍ଷିୟ ବୃଦ୍ଧ ଗିରଫ
- ଆସୁଛି ଦାଦା ସାହେବ ଫାଲକେଙ୍କ ବାଓପିକ୍; ନଜର ଆସିବେ ଆମିର…
- The Bluff trailer: ରକ୍ତାକ୍ତ ଆକ୍ସନ୍ ଅବତାରରେ ପ୍ରିୟଙ୍କା ଚୋପ୍ରା, ଚହଳ ସୃଷ୍ଟି କରିଛି ‘ଦି ବ୍ଲଫ୍’ ଟ୍ରେଲରରେ ତାଙ୍କ କିଲର ଲୁକ୍…
- ବାପାଙ୍କୁ ମୁଖାଗ୍ନି ଦେଇ ଉଦାହରଣ ଦେଲା ଝିଅ
- Khandagiri Jatra: ଖଣ୍ଡଗିରିରେ କେଉଁ ପାର୍ଟି କେଉଁ ଦିନ ଯାତ୍ରା କରିବ ଜାଣନ୍ତୁ..
- Indian Army Day: ନୂଆ ଭାରତର ବଳ ଭାରତୀୟ ସେନାଙ୍କ ଆତ୍ମନିର୍ଭରଶୀଳତା; ବ୍ରହ୍ମୋସ୍ ଠାରୁ ଆରମ୍ଭ କରି ନିର୍ଭୟ, ୟୁଏଭି ଏବଂ ନୂତନ ତୋପ…
- 78th Army Day: ଦେଶ ଦେଖିଲା ‘ଭୈରବ ବାଟାଲିୟନ’ର ପରାକ୍ରମ…
- ଦେଢ଼ ଲକ୍ଷରୁ ଅଧିକ କିଲୋମିଟର ଗଡିଥିବା ବିପିଟିଏସଏଲର ୩୦ଟି ପୁରୁଣା ବସ୍ ସ୍କ୍ରାପିଂ କରାଯିବ
- Assassination of Donald Trump: “ଏଥର ଗୁଳି ସିଧା ଲକ୍ଷ୍ୟରେ…”, ଟ୍ରମ୍ପଙ୍କୁ ହତ୍ୟା ଧମକ ଦେଲା ଇରାନ
Comments are closed.