ନୂଆଦିଲ୍ଲୀ: ଆମେରିକାର ବୈଦେଶିକ ସଚିବ ମାଇକ ପୋମ୍ପିଓ ଏବଂ ପ୍ରତିରକ୍ଷା ମନ୍ତ୍ରୀ ମାର୍କ ଟି ଏସପର୍ ‘ଟୁ ପ୍ଲସ୍ ଟୁ’ ମନ୍ତ୍ରୀସ୍ତରୀୟ ଆଲୋଚନା ପାଇଁ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏଥି ସହିତ ଆମେରିକାର ବୈଦେଶିକ ବିଭାଗ କହିଛି ଯେ ଆସନ୍ତା ୨୦୨୧ ଜାନୁୟାରୀ ୧ ରୁୁ ଆରମ୍ଭ ହେବାକୁ ଥିବା ୟୁଏନ୍ଏସ୍ସି କାର୍ଯ୍ୟକାଳ ମଧ୍ୟରେ ଆମେରିକା ଭାରତର ମିଳିତ ସହଯୋଗରେ କାମ କରିବାକୁ ଅପେକ୍ଷା ଚାହୁଁଛି।
ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ‘ଟୁ ପ୍ଲସ୍ ଟୁ’ ମନ୍ତ୍ରୀସ୍ତରୀୟ ଆଲୋଚନା ପୂର୍ବରୁ ଆମେରିକାର ବୈଦେଶିକ ବିଭାଗ କହିଛି ଯେ ଏକ ଅଗ୍ରଣୀ ଆଞ୍ଚଳିକ ତଥା ବିଶ୍ୱ ଶକ୍ତି ଭାବରେ ଭାରତର ଉଦବୋଧନକୁ ଆମେରିକା ସ୍ୱାଗତ କରୁଛି। ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ଆଗାମୀ କାର୍ଯ୍ୟକାଳ ମଧ୍ୟରେ ଆମେରିକା ଭାରତ ସହ ଘନିଷ୍ଠ ସହଯୋଗ କରିବାକୁ ପ୍ରସ୍ତୁତ ବୋଲି ସେ କହିଛନ୍ତି।
BREAKING NEWS
- ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ; ୨ ମୃତ, ବହୁ ଗୁରୁତର
- ରକ୍ତରେ ଭିଜିଥିଲା କକପିଟ; ବଞ୍ଚାଇଲେ ଭାରତୀୟ ପାଇଲଟ୍, ପ୍ରଶଂସା କଲେ ବିଶ୍ୱ ନେତା
- ଟାଇମ୍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୭; ଭାରତର ୪ର୍ଥ ସ୍ଥାନରେ କିଟ୍
- ପାର୍ବଣ ପୂର୍ବରୁ ମହଙ୍ଗା ମାଡ; କମର୍ସିଆଲ ସିଲିଣ୍ଡର ଦାମ୍ ୬୨ ଟଙ୍କା ବୃଦ୍ଧି
- ଗୁଆହାଟୀ ପିଚ୍ ଉପରେ ବର୍ଷିଲେ ଗୌତମ ଗମ୍ଭୀର: “ଏହା କ୍ରିକେଟ ନୁହେଁ, କେବଳ ବ୍ୟାଟିଂ”
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …

Comments are closed.