ନୂଆଦିଲ୍ଲୀ: ଶୁକ୍ରବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାୱତ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେ ନିଜେ ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ ଟ୍ୱିଟରରେ ଲେଖିଛନ୍ତି ଯେ ‘ଆଜି ମୋର କରୋନା ପରୀକ୍ଷା କରାଯାଇଥିଲା ଏବଂ ରିପୋର୍ଟ ପଜିଟିଭ୍ ଆସିଛି। ମୋର ସ୍ୱାସ୍ଥ୍ୟ ଭଲ ଅଛି ଏବଂ କୌଣସି ଲକ୍ଷଣ ନାହିଁ। ତେଣୁ ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ କିଛି ଦିନ ସଙ୍ଗରୋଧରେ ରହିବି। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି, ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସଂସ୍ପର୍ଶରେ ଆସିଛନ୍ତି,ସେମାନେ ନିଜେ ସଙ୍ଗରୋଧରେ ରହିବା ସହ ନିଜର ଯାଞ୍ଚ୍ କରାଇ ନିଅନ୍ତୁ।
BREAKING NEWS
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
Comments are closed.