Latest Odisha News

BREAKING NEWS

ଜୁଲାଇ ୧୩ ଯାଏ ଏହି ରାଜ୍ୟରେ ବଢିଲା କରୋନା କର୍ଫ୍ୟୁ

ଡେରାଡୁନ୍‌: ସୋମବାର ଉତ୍ତରାଖଣ୍ଡ ସରକାର କୋଭିଡ କର୍ଫ୍ୟୁକୁ ଜୁଲାଇ ୧୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏ ନେଇ ଉତ୍ତରାଖଣ୍ଡ ସରକାର ଆଜି ଘୋଷଣା କରିଛନ୍ତି। ଏହି କର୍ଫ୍ୟୁ ଜୁଲାଇ ୧୩ ତାରିଖ ସକାଳ ୬ ଟା ପର୍ଯ୍ୟନ୍ତ ଲାଗୁ ରହିବ।

ମଲ୍‌ଗୁଡିକ ୫୦ ପ୍ରତିଶତ କ୍ଷମତାରେ ଖୋଲିବ ଏବଂ ୱିକେଣ୍ଡରେ ବଜାର ବନ୍ଦ ରହିବ ବୋଲି ସରକାର କହିଛନ୍ତି। ଜୁନ୍ ୨୯ ରେ ରାଜ୍ୟ ସରକାର ଏହି ପ୍ରତିବନ୍ଧକକୁ ୬ ଜୁଲାଇ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ।

Leave A Reply

Your email address will not be published.