ଭୁବନେଶ୍ୱର: କୋଭିଡ୍ ଟିକା ନେଇଥିଲେ ବି ଆପଣ ସଂକ୍ରମିତ ହୋଇପାରନ୍ତି । ଟିକା ନେଲେ ବି କରୋନା ସମ୍ଭାବନା ରହିଛି । ଏଭଳି ସତର୍କ ସୂଚନା ଦେଇଛନ୍ତି ରାଜ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, ଟିକା ରୋଗୀଙ୍କୁ ଗୁରୁତର ହେବାରୁ ରୋକିବ । ଏବେ ରାଜ୍ୟରେ ଟିକାର ଘୋର ଅଭାବ ଦେଖାଦାଇଛି । ଗତକାଲି ସୋନପୁର ଓ କୋରାପୁଟରେ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା ଟିକାକରଣ । ଏବେ ରାଜ୍ୟରେ ୩ଲକ୍ଷ ୨୦ହଜାର ଡୋଜ୍ କୋଭିସିଲ୍ଡ ଓ ୧ଲକ୍ଷ ଡୋଜ୍ କୋଭାକ୍ସିନ୍ ଟିକା ମହଜୁଦ ରହିଛି । ଆଜି ସଂରକ୍ଷିତ ଥିବା ସବୁ ଟିକା ବଣ୍ଟାଯିବ । ଖୁବଶୀଘ୍ର ଓଡ଼ିଶାରେ ଟିକା ପହଞ୍ଚିବ ବୋଲି ଆଶା ପ୍ରକାଶ କରିଛନ୍ତି ଡାକ୍ତର ବିଜୟ ପାଣିଗ୍ରାହୀ ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.