ଭୁବନେଶ୍ୱର: କୋଭିଡ୍ ଟିକା ନେଇଥିଲେ ବି ଆପଣ ସଂକ୍ରମିତ ହୋଇପାରନ୍ତି । ଟିକା ନେଲେ ବି କରୋନା ସମ୍ଭାବନା ରହିଛି । ଏଭଳି ସତର୍କ ସୂଚନା ଦେଇଛନ୍ତି ରାଜ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, ଟିକା ରୋଗୀଙ୍କୁ ଗୁରୁତର ହେବାରୁ ରୋକିବ । ଏବେ ରାଜ୍ୟରେ ଟିକାର ଘୋର ଅଭାବ ଦେଖାଦାଇଛି । ଗତକାଲି ସୋନପୁର ଓ କୋରାପୁଟରେ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା ଟିକାକରଣ । ଏବେ ରାଜ୍ୟରେ ୩ଲକ୍ଷ ୨୦ହଜାର ଡୋଜ୍ କୋଭିସିଲ୍ଡ ଓ ୧ଲକ୍ଷ ଡୋଜ୍ କୋଭାକ୍ସିନ୍ ଟିକା ମହଜୁଦ ରହିଛି । ଆଜି ସଂରକ୍ଷିତ ଥିବା ସବୁ ଟିକା ବଣ୍ଟାଯିବ । ଖୁବଶୀଘ୍ର ଓଡ଼ିଶାରେ ଟିକା ପହଞ୍ଚିବ ବୋଲି ଆଶା ପ୍ରକାଶ କରିଛନ୍ତି ଡାକ୍ତର ବିଜୟ ପାଣିଗ୍ରାହୀ ।
BREAKING NEWS
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର
- ମକ୍କାରେ ପ୍ରଥମ ଥର ପାଇଁ ଆଲର୍ଟ ଜାରି, ଆତଙ୍କରେ ସାଉଦି ଆରବ..
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!
- ଓରାଙ୍ଗଉଟାନ୍ଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ବିଶେଷଜ୍ଞ ଟିମ୍

Comments are closed.