ଭୁବନେଶ୍ବର : ଆସନ୍ତାକାଲିଠୁ ସାରା ରାଜ୍ୟରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ଏଥିସହ ଛତିଶଗଡ଼ ଓ ଝାଡଖଣ୍ଡ ସୀମାନ୍ତ ୧୦ ଜିଲ୍ଲାରେ ଲାଗୁ ହେବ ସପ୍ତାହାନ୍ତ ସଟଡାଉନ୍ । ଏହି ସପ୍ତାହାନ୍ତ ସଟଡାଉନ ବେଳେ ବନ୍ଦ ରହିବ ଟିକାକରଣ । ଛତିଶଗଡ଼ ଓ ଝାଡଖଣ୍ଡ ସୀମାନ୍ତ ୧୦ ଜିଲ୍ଲା ଓ ସମ୍ବଲପୁର, ରାଉରକେଲା ମ୍ୟୁନିସିପାଲ କମିଶନରଙ୍କୁ ଏନେଇ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର । ସପ୍ତାହାନ୍ତ ସଟଡାଉନକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।
BREAKING NEWS
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
Comments are closed.