କୋରାପୁଟ : ଭାରସାମ୍ୟ ହରାଇ ଓଲଟିଲା ପିକଅପ୍ ଭ୍ୟାନ୍। କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ଲୁଲ୍ଲା ନିକଟ ନୁଆ କଲୋନି ଠାରେ ଭାରସାମ୍ୟ ହରାଇ ପିକ୍ଅପ ଭ୍ୟାନ୍ ଓଲଟି ପଡ଼ିଛି ।ଏହି ଦୁର୍ଘଟଣାରେ ୩ ଗୁରୁତର ହୋଇଥିବା ବେଳେ ୧୫ ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ଦଶମନ୍ତପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଛି । ଅଧିକ ଗୁରୁତରଙ୍କୁ ଶହୀଦ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି । ହସ୍ପିଟାଲ ପରିସରରେ ପରିବାର ଲୋକଙ୍କ ଭିଡ ଜମିଛି। ଭ୍ୟାନଟି ଲୁଲାରୁ କୋରାପୁଟ ଅଭିମୁଖେ ଯାତ୍ରୀଙ୍କୁ ନେଇ ଯାଉଥିବା ସମୟରେ ଓଲଟି ପଡ଼ିଥିଲା।
BREAKING NEWS
- Redeveloped Kalinga Studio:ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ର ଭବ୍ୟ ଲୋକାର୍ପଣ;ରହିଛି ସ୍ନୋ-ହାଉସ୍ ସହ ଏହି ସମସ୍ତ ବ୍ୟବସ୍ଥା
- Nigeria military aircraft: ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ; ୩୨ ଜଣଙ୍କୁ ନେଇ ଯାଉଥିଲା…
- ରଣଜୀ ଟ୍ରଫି: ଓଡିଶା ଦଳ ଘୋଷଣା, ଶୁଭ୍ରାଂଶୁଙ୍କୁ ପୂନର୍ବାର ଅଧିନାୟକ ଦାୟିତ୍ୱ
- Passenger carrying precious stones:କଷ୍ଟମ୍ସ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ;ବ୍ୟାଙ୍କକରୁ କୋଟିକୋଟି ମୂଲ୍ୟର ମୂଲ୍ୟବାନ ପଥର ଆଣୁଥିବା ଯାତ୍ରୀ ଗିରଫ
- ଭାଇରାଲ ହେଉଛି ଗିଲଙ୍କ ମଜାଦାର ବୟାନ
- ଅପେକ୍ଷାର ଘଟିବ ଅନ୍ତ: ଖୁବଶୀଘ୍ର ହେବ SI ପଦବୀ ଲାଗି ସାନି ପରୀକ୍ଷା
- Suspicious death of film director:ହୋଟେଲ୍ ରୁମ୍ରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଉଦ୍ଧାର
- ଏଲଏ୨୮ ଅଲିମ୍ପିକ୍ସ ପାଇଁ ହାଙ୍ଗଝୋଉ ଅପେକ୍ଷା ଆଇଚି-ନାଗୋୟା ଏସୀୟ କ୍ରୀଡ଼ା ଭାରତ ପାଇଁ ଅଧିକ ସଫଳ
- ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଏକାସାଙ୍ଗରେ ବଛାଯିବ ୪ଟି ଭାରତୀୟ ଦଳ; ସିଲେକ୍ଟରଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ
- ଖଲ୍ଲିକୋଟ କଲେଜ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା: ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ଥାନାରେ ୯ ଅଟକ

Comments are closed.