ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଆଜି ୨ ମାସ ପୂର୍ଣ୍ଣ ହୋଇଛି । ଶୁକ୍ରବାର ଜଷ୍ଟିସ ଫର ଏସଏସଆର କ୍ୟାମ୍ପେନରେ ସାମିଲ ହୋଇଛନ୍ତି ପରିଣୀତି ଚୋପ୍ରା । ସେ ଏଥିନେଇ ସୋସିଆଲ ସାଇଟରେ ଖୋଲାଖୋଲି ଭାବେ ସମର୍ଥନ କରିବା ସହ ସିବିଆଇ ତଦନ୍ତ ସପକ୍ଷରେ ଯୁକ୍ତି ବାଢ଼ିଛନ୍ତି । ସେ ଏକ ଷ୍ଟୋରୀ ଶେୟାର କରିଛନ୍ତି ଯାହା କି ଭାଇରାଲ ହେବାରେ ଲାଗିଛି ।
ଏଥିରେ ସେ ଜିୟା ଖାଁଙ୍କ ଉଦାହରଣ ମଧ୍ୟ ଯୋଡିଛନ୍ତି । ପୂର୍ବରୁ ବରୁଣ ଧାୱନ ମଧ୍ୟ ସୁଶାନ୍ତଙ୍କୁ ନ୍ୟାୟ ମିଳିବା ଉଚିତ ବୋଲି ଦାବୀ କରିଥିଲେ । ସୁଶାନ୍ତଙ୍କ ମୃତ୍ୟୁ ପଛରେ ପ୍ରକୃତ ଷଡଯନ୍ତ୍ରକାରୀ କିଏ ତାହାର ତଦନ୍ତ ପୋଲିସ କରୁଛି ।
BREAKING NEWS
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
Comments are closed.