ଭୁବନେଶ୍ୱର : ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବ । ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ ୫ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତକାଲି ସନ୍ଧ୍ୟାରେ ରାଜଧାନୀ ଭୁବନେଶ୍ବରରେ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଥିଲା । ଦୀର୍ଘ ଦୁଇ ଘଣ୍ଟା ଧରି ବର୍ଷା ଲାଗି ରହିଥିଲା । ଭୁବନେଶ୍ବରରେ ସର୍ବାଧିକ ୧୨୬ ମିଲିମିଟିର ବର୍ଷା ରେକର୍ଡ ହୋଇଥିଲା । ସମ୍ଭାବ୍ୟ ଲଘୁଚାପ ବର୍ଷା ରାଜ୍ୟରେ ନିଅଣ୍ଟିଆ ସ୍ଥିତିକୁ ଭରଣ କରିବ ବୋଲି ଆଶା କରାଯାଉଛି ।
BREAKING NEWS
- ଡରିବିନି ଡିସେମ୍ବରରେ ବାଂଲାଦେଶ ଯିବି, ‘ଭୟ ମୋର କର୍ତ୍ତବ୍ୟ ସ୍ଥିର କରିପାରିବ ନାହିଁ’ : ହସିନା
- ଅକ୍ଟୋବରରେ ୨୩ରେ ‘ପିପୁଲ୍ ଏଗେନଷ୍ଟ SIR’ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

Comments are closed.