Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ସହିଦନଗର ଥାନା ଏସ୍‌ଆଇ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସହିଦନଗର ଥାନା ଏସ୍‌ଆଇ । ଲାଞ୍ଚ ନେବା ବେଳେ ସହିଦନଗର ଥାନା ଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ। ସହିଦନଗର ଥାନା ଏସଆଇ ପ୍ରିୟବ୍ରତ ପ୍ରଧାନଙ୍କୁ ଗିରଫ କଲା ଭିଜିଲାନ୍ସ। ଜବତ ହୋଇଥିବା ଏକ ଗାଡିକୁ ଛାଡିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଇଥିବା ବେଳେ ସହିଦନଗର ଥାନା ଏସଆଇଙ୍କୁ ଧରିଛି ଭିଜିଲାନ୍ସ।

ଏସଆଇ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ଫେରାଉ ନଥିବା ଅଭିଯୋଗ ହୋଇଛି । ବର୍ତ୍ତମାନ ଏହି ମାମଲାରେ ଦୁଇଟି ସ୍ଥାନରେ ରେଡ଼ ଚାଲିଛି । ଭୁବନେଶ୍ୱର ଭିଜିଲାନ୍ସ ଏହି ଚଢ଼ାଉ ଜାରି ରଖିଛି। ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭରେ ଜବତ ଗାଡିକୁ ଛାଡିବା ପାଇଁ ନେଉଥିଲେ ଲାଞ୍ଚ।

Leave A Reply

Your email address will not be published.