ଢେଙ୍କାନାଳ: ଲାଞ୍ଚ ନେଉଥିଲେ ଥାନା ବାବୁ । ଧରିଲା ଭିଜିଲାନ୍ସ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରି ପଡ଼ିଛନ୍ତି ଢେଙ୍କାନାଳ ଜିଲ୍ଲା ନିହଲ ପ୍ରସାହ ଥାନା ଆଇଆଇସି । ତାଙ୍କ ନାଁ ଚିତ୍ତରଞ୍ଜନ ବେହେରା । ଏକ ଯୌତୁକ ଜନିତ ମାମଲାରେ ୩୦୭ ଦଫା ଉଠାଇ ଦେବାକୁ ସେ ଲାଞ୍ଚ ମାଗିଥିଲେ । ୬ ହଜାର ଟଙ୍କା ହାତଗୁଞ୍ଜା ନେବା ବେଳେ ଗିରଫ କରିଛି ଭିଜିଲାନ୍ସ । ଆଇଆଇସିଙ୍କ ପାଖରୁ ଲାଞ୍ଚ ଟଙ୍କା ଜବତ ହୋଇଛି । ତାଙ୍କ ସହ ଜଣେ ହୋମଗାର୍ଡଙ୍କୁ ବି କାବୁ କରିଛି ଭିଜିଲାନ୍ସ ଟିମ୍ । ଅଧିକ ଖୋଳତାଡ ଜାରି ରହିଛି ।
BREAKING NEWS
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
- KC Tyagi Quits JDU: ଜେଡିୟୁକୁ ବଡ଼ ଝଟକା, ନୀତିଶ ରାଜ୍ୟସଭା ମୁକୁଟ ପିନ୍ଧିବାର ଦିନକ ପରେ ଦଳ ଛାଡିଲେ କେସି ତ୍ୟାଗୀ
- SCB Medical Fire: ଏସସିବି ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି, ବିଧାନସଭାରେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ
- Pakistan Airstrike: ପାକିସ୍ତାନର ଭୟଙ୍କର ବିମାନ ଆକ୍ରମଣ
Comments are closed.