ଢେଙ୍କାନାଳ: ଲାଞ୍ଚ ନେଉଥିଲେ ଥାନା ବାବୁ । ଧରିଲା ଭିଜିଲାନ୍ସ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରି ପଡ଼ିଛନ୍ତି ଢେଙ୍କାନାଳ ଜିଲ୍ଲା ନିହଲ ପ୍ରସାହ ଥାନା ଆଇଆଇସି । ତାଙ୍କ ନାଁ ଚିତ୍ତରଞ୍ଜନ ବେହେରା । ଏକ ଯୌତୁକ ଜନିତ ମାମଲାରେ ୩୦୭ ଦଫା ଉଠାଇ ଦେବାକୁ ସେ ଲାଞ୍ଚ ମାଗିଥିଲେ । ୬ ହଜାର ଟଙ୍କା ହାତଗୁଞ୍ଜା ନେବା ବେଳେ ଗିରଫ କରିଛି ଭିଜିଲାନ୍ସ । ଆଇଆଇସିଙ୍କ ପାଖରୁ ଲାଞ୍ଚ ଟଙ୍କା ଜବତ ହୋଇଛି । ତାଙ୍କ ସହ ଜଣେ ହୋମଗାର୍ଡଙ୍କୁ ବି କାବୁ କରିଛି ଭିଜିଲାନ୍ସ ଟିମ୍ । ଅଧିକ ଖୋଳତାଡ ଜାରି ରହିଛି ।
BREAKING NEWS
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
- ମା’କୁ ମାରି ରୋଷେଇ ଘରେ ପ୍ଲାଷ୍ଟର କରିବା ଘଟଣା: ପୁଅକୁ ଝାଡ଼ଖଣ୍ଡରୁ ଗିରଫ କଲା ପୋଲିସ
- ମ୍ୟାଟ୍ରିମୋନିଆଲ୍ ସାଇଟ୍ରେ ପ୍ରେମ ଜାଲ: ବିବାହ ଆଶା ଦେଖାଇ କୋଟିଏ ଟଙ୍କା ଚୂନ
- ଭାରତରୁ ନିଜ ଦେଶ ଇଣ୍ଡୋନେସିଆକୁ ଫେରିଲା ଓରାଙ୍ଗଉଟାନ ଶାବକ
- Trump slams Emmanuel Macron: ‘ଖୁବ୍ଶୀଘ୍ର ମୁସଲିମ୍ ସହର ହୋଇଯିବ ପ୍ୟାରିସ୍!’ ଫ୍ରାନ୍ସର ଅଶାନ୍ତିକୁ ନେଇ ମାକ୍ରୋନ୍ଙ୍କୁ ଟ୍ରମ୍ପଙ୍କ ଟାର୍ଗେଟ୍, ସୀମା ବନ୍ଦ କରିବାକୁ ପରାମର୍ଶ
- Naveen or Mohan?: ନବୀନ ନା ମୋହନ-କିଏ ଓଡ଼ିଶାର ବେଶୀ ପ୍ରିୟ? ଛାତ୍ର ନିର୍ବାଚନ ଫଳାଫଳ ଦେଲା ନୂଆ ରାଜନୈତିକ ସଙ୍କେତ!
- Low-Pressure System: ଅକ୍ଟୋବର ଶେଷରେ ପୁଣି ବାତ୍ୟା ଭୟ? ବଙ୍ଗୋପସାଗରରେ ବଳ ଗୋଟାଉଛି ଆଉ ଏକ ସିଷ୍ଟମ୍! ୨୫ ପରେ ଆଉ ଏକ ଲଘୁଚାପ!

Comments are closed.