ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଅଙ୍ଗନବାଡ଼ି ଦିଦି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱର କରୋଡ଼କଣ୍ଟାର ଅଙ୍ଗନବାଡ଼ି କର୍ମୀ କବିତା ମଥାନଙ୍କ ଘରେ ରେଡ୍ ଚାଲିଛି। ତାଙ୍କ ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ । ରେଡ୍ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି । ତେବେ କବିତା ମଥାନଙ୍କର କେତେ ଆୟ ବର୍ହିଭୂତ ସମ୍ପତ୍ତି ଅଛି ରେଡ୍ ସରିବା ପରେ ଜଣା ପଡିବ ।
BREAKING NEWS
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
Comments are closed.