ଉମରକୋଟ: ଭିଜିଲାନ୍ସ ଜାଲରେ ପଞ୍ଚାୟତ ଜିଆରଏସ୍ । ନବରଙ୍ଗପୁର ସିଙ୍ଗିଶାରୀ ଜିଆରଏସ୍ ହିମାଂଶୁ ବାଘଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି । ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଟିମ୍ ଏକାକାଳୀନ ରେଡ୍ ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା ୧୭ ଲକ୍ଷ ୮୩ ହଜାର ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି । ଚଢ଼ାଉ ଜାରି ରହିଥିବା ବେଳେ ଆଗକୁ ଜଣା ପଡିବ ଜିଆରଏସ୍ ହିମାଂଶୁ ବାଘଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି କେତେ ଅଛି ।
BREAKING NEWS
- ଦେଶବ୍ୟାପୀ ଆସନ୍ତାକାଲି ବ୍ୟାଙ୍କ ଧର୍ମଘଟ, ସପ୍ତାହକୁ ୫ ଦିନ କାମ…
- ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
- ଟ୍ରମ୍ପଙ୍କ ବଡ଼ ଘୋଷଣା : ରିପବ୍ଲିକାନ୍ ଜିତିଲେ ପ୍ରତ୍ୟେକ ବରିଷ୍ଠ ଆମେରିକୀୟଙ୍କୁ ମିଳିବ ୫,୦୦୦ ଡଲାର
- ପ୍ରବଳ ବର୍ଷା ଆଶଙ୍କା; ମୟୂରଭଞ୍ଜରେ ଆଜି ସମସ୍ତ ସ୍କୁଲ ଛୁଟି ଘୋଷଣା
- ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ଏହି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
- ଟ୍ରେନ୍ ଧକ୍କାରେ ଦନ୍ତା ହାତୀ ମୃତ
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’

Comments are closed.