ପୁରୀ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀରେ ଜଣେ ଅଙ୍ଗନବାଡ଼ି କର୍ମୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ବାସେଳିସାହି ଅକ୍ଷୟଧାମ ଅଙ୍ଗନବାଡି କର୍ମୀଙ୍କ ଘରେ ରେଡ୍ ହୋଇଛି । ତାଙ୍କ ନାଁ ସନ୍ଧ୍ୟାରାଣୀ ଭଟ୍ଟ । ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢାଉ କରିଥିବା ଜଣାପଡିଛି ।
ପୁରୀ ହାଟସାହିରେ ଥିବା ଘର, ମାଛ ମାର୍କେଟ ଅକ୍ଷୟଧାମ ଘର, ପୁରୀ ସଦର ଥାନା ଅନ୍ତର୍ଗତ ସାମନ୍ତ ସ୍ଥିତ ଘର, ହାତୀଶାଳରେ ଚାରି ମହଲା ଘରେ ରେଡ୍ ହୋଇଛି । ସେହିପରି ହାତୀଶାଳରେ ସମ୍ପର୍କୀଙ୍କ ଘର, ତାଙ୍କ ସ୍ୱାମୀଙ୍କ ଅଫିସ ଓ ଅକ୍ଷୟଧାମରେ ଥିବା ଅଙ୍ଗନବାଡ଼ି କେନ୍ଦ୍ରରେ ଚଢ଼ାଉ ଜାରି ରହିଛି ।
BREAKING NEWS
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
- ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖୁସୀ ଖବର, ନେଟ୍ସକୁ ଫେରିଲେ କ୍ୟାପଟେନ କୁଲ
- ୧୫ ବର୍ଷ ପରେ ଆରମ୍ଭ ହେଲା ଜନଗଣନା, ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନଜିର ଜନ ଗଣନା
Comments are closed.