ସମ୍ୱଲପୁର: ଭିଜିଲାନ୍ସ ଜାଲରେ ସମବାୟ ଲ୍ୟାମ୍ପସର ଏମଡି । ସମ୍ୱଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଲ୍ୟାମ୍ପସ ଏମଡି ଫଣୀନ୍ଦ୍ର ସାହୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସକାଳୁ ସକାଳୁ ଚଢ଼ାଉ ଚାଲିଛି । ଏକକାଳୀନ ୫ଟି ସ୍ଥାନରେ ରେଡ୍ ଚଳାଇଛି ଭିଜିଲାନ୍ସ ଟିନ୍ ।
ଫଣୀନ୍ଦ୍ରଙ୍କ ଜମନକିରା ଅଫିସ, ପୈତୃକ ଗାଁ ସମେତ ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ରେଡ୍ ବେଳେ ତାଙ୍କ ଘରୁ ଟଙ୍କା, ସୁନା ଅଳଙ୍କାର ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ସୂଚନା ମିଳିଛି । କେତେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଛନ୍ତି ଫଣୀନ୍ଦ୍ର ଚଢ଼ାଉ ପରେ ସ୍ପଷ୍ଟ ହେବ ।
BREAKING NEWS
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ସାମ୍ଭାଜୀ ମହାରାଜାଙ୍କ ପୁଅ ଭୂମିକା କରିବେ ଭିକ୍କି କୌଶଲ
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
- District Planning Committees: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ;୪ ମନ୍ତ୍ରୀ ଓ ୨୬ ବିଧାୟକଙ୍କୁ ଦାୟିତ୍ବ
- କାହିଁକି ବୃଦ୍ଧି ପାଉଛି ରାଣୀ ମହୁମାଛି ଚୋରା ଚାଲାଣ? ଜାଣନ୍ତୁ କେତେ ରହିଛି ଏହାର ବଜାର ମୂଲ୍ୟ
- Isreal After Trump says leave War: ଯୁଦ୍ଧରେ ଆମେରିକାଠୁ ଅଲଗା ହେଲା କି ଇସ୍ରାଏଲ? ଟ୍ରମ୍ପଙ୍କ ବୟାନ ପରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା…
- PM Modi Assam Visits: ଚା ବଗିଚାରେ ହଠାତ୍ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ମହିଳାଙ୍କ ସହ ଛିଣ୍ଡାଇଲେ ଚା ପତ୍ର…
- ଭାରତରେ ପ୍ରଥମ ଥର ପାଇଁ କେବେ ଆସିଥିଲା ପେଟ୍ରୋଲ? ଜାଣନ୍ତୁ କେଉଁ ଦେଶରୁ ଆମଦାନି ହୋଇଥିଲା..
- Hydroponic Ganja: ହାଇଡ୍ରୋପୋନିକ୍ ଗଞ୍ଜେଇ କ’ଣ? କାହିଁକି ବୃଦ୍ଧି ପାଉଛି ଚୋରା ଚାଲାଣ?
- Iran War: ଶୀଘ୍ର ପଡ଼ିବ ଯୁଦ୍ଧରେ ଯବନିକା!, କହିଦେଲେ ଟ୍ରମ୍ପ…
Comments are closed.