ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ଡେପୁଟୀ ରେଞ୍ଜର କେଶବ ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ ଚାଲିଛି । କେଶବ ନାୟକଙ୍କ ଅଫିସ୍ ସହ ବଲାଙ୍ଗିର ସାଗରପଡ଼ା, ଇଚ୍ଛାପଡ଼ା ଓ ଆରଟିଓ ଛକରେ ଥିବା ଘରେ ରେଡ୍ ଚାଲିଛି । ବରଗଡ଼, ସୋନପୁର , ସମ୍ବଲପୁର ଓ ବଲାଙ୍ଗୀର ଟିମ୍ର ଏହି ଚଢାଉରେ ସାମିଲ ଅଛନ୍ତି । ବର୍ତ୍ତମାନ ସୁଦ୍ଧା କେତେ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଛି ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ ।
BREAKING NEWS
- Union Budget 2026: ଚଳିତ ବଜେଟରେ ପର୍ଯ୍ୟଟନ କ୍ଷେତ୍ରକୁ କଣ ମିଳିଲା…
- Budget 2026: ମେଧାବୀ ଛାତ୍ରୀଙ୍କ ପାଇଁ ବଡ ଘୋଷଣା; ପ୍ରତ୍ୟେକ ଜିଲ୍ଲାରେ ବାଳିକା ଛାତ୍ରାବାସ ପ୍ରତିଷ୍ଠା ହେବ
- Budget 2026: ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟକୁ ଧ୍ୟାନରେ ରଖି ପ୍ରସ୍ତୁତ ହୋଇଛି: ଅମିତ ଶାହା
- Union Budget 2026: ବଜେଟ ପାଇଁ କାହିଁକି ଧସିଲା ସେୟାର ମାର୍କେଟ…
- Budget 2026: ‘ଖେଲୋ ଇଣ୍ଡିଆ ମିଶନ’ ଭାଗ୍ୟ ବଦଳାଇବ ଦେଶର, ଏବେ ପଦକ ସହ ମିଳିବ ନିଯୁକ୍ତି
- Union Budget 2026: She-Mart ଯୋଜନା କ’ଣ? ବଜେଟ୍ ୨୦୨୬ ରେ ମହିଳାମାନଙ୍କ ପାଇଁ ବଡ଼ ଘୋଷଣା…
- ଏହା ଏକ ଯୁବଶକ୍ତି ବଜେଟ୍, ବର୍ତ୍ତମାନର ସ୍ୱପ୍ନକୁ ସାକାର କରିବ: ମୋଦି
- ଟି୨୦ ବିଶ୍ୱକପ ପୂର୍ବରୁ ଏହି ସବୁ ପ୍ରଶ୍ନର ଉତର ଖୋଜୁଛି ଟିମ ଇଣ୍ଡିଆ
- Budget 2026: ୨୦୩୦ ସୁଦ୍ଧା ଭାରତୀୟ କାଜୁ ଓ କୋକୋଆକୁ ବିଶ୍ୱର ଏକ ପ୍ରିମିୟମ୍ ବ୍ରାଣ୍ଡ୍ ଭାବେ ଗଢ଼ି ତୋଳିବା ଲକ୍ଷ୍ୟ
- ବଜେଟରେ ନାଖୁସ ଶଶି ଥରୁର: କହିଲେ, ନିର୍ବାଚନ ରାଜ୍ୟ ହେବା ସତ୍ତ୍ୱେ କେରଳକୁ କରାଗଲା ଅଣଦେଖା
Comments are closed.