ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ଡେପୁଟୀ ରେଞ୍ଜର କେଶବ ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ ଚାଲିଛି । କେଶବ ନାୟକଙ୍କ ଅଫିସ୍ ସହ ବଲାଙ୍ଗିର ସାଗରପଡ଼ା, ଇଚ୍ଛାପଡ଼ା ଓ ଆରଟିଓ ଛକରେ ଥିବା ଘରେ ରେଡ୍ ଚାଲିଛି । ବରଗଡ଼, ସୋନପୁର , ସମ୍ବଲପୁର ଓ ବଲାଙ୍ଗୀର ଟିମ୍ର ଏହି ଚଢାଉରେ ସାମିଲ ଅଛନ୍ତି । ବର୍ତ୍ତମାନ ସୁଦ୍ଧା କେତେ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଛି ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ ।
BREAKING NEWS
- ପେଟ୍ରୋଲ ୫ ଓ ଡିଜେଲ ମୂଲ୍ୟରେ ୩ ଟଙ୍କା ବୃଦ୍ଧି କଲା ଏହି କମ୍ପାନୀ…
- ସଲମାନଙ୍କ ‘ମାତୃଭୂମି’କୁ ଗ୍ରୀନ ସିଗନାଲ୍, ଦୀୱାଲି ପରେ ରିଲିଜ୍ ପ୍ଲାନ୍
- ନନ୍ଦନକାନନରେ ସାମିଲ ୩୬ ନୂଆ ପ୍ରଜାତିର ପଶୁପକ୍ଷୀ
- ୧୦ ବର୍ଷ ବୟସରେ ମା’ଙ୍କୁ ହରାଇଲେ, ବର୍ଷକ ପରେ ପିତାଙ୍କୁ:ଏବେ ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ଜିତି ରଚିଲେ ଇତିହାସ
- ଖୁଦୁରୁକୁଣୀ ଭସାଣି ବେଳେ ଏସ୍ଆଇଙ୍କୁ ଆକ୍ରମଣ;ଡିଜେ ବଜାଇବାକୁ ନେଇ…
- ଫ୍ଲାଇଦୁବାଇ କୋ-ପାଇଲଟଙ୍କ ଆକ୍ରମଣ ଘଟଣାରେ କଣ କହିଲା ୟୁଏଇ?
- Odisha Travel Bazaar Inauguration ଓଡିଶା ହେଉ ପର୍ଯ୍ୟଟକଙ୍କ ସ୍ୱର୍ଗ: ମୁଖ୍ୟମନ୍ତ୍ରୀ
- କାର୍ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ମାମଲା ରୁଜୁ
- ପୁରୀରେ ନିର୍ମାଣ ହେବ ନୂଆ ପତିତପାବନ ଭକ୍ତ ନିବାସ, ସେବାୟତ ଓ ତୀର୍ଥଯାତ୍ରୀଙ୍କୁ ମିଳିବ ଅଧିକ ସୁବିଧା
- ସୁବର୍ଣ୍ଣରେଖାରେ ଭାସିଗଲେ ପର୍ଯ୍ୟଟକ, ଉତ୍ତରପ୍ରଦେଶରୁ ଆସିଥିଲେ…

Comments are closed.