ବୌଦ୍ଧ: କୋଟିପତି ସେବା ସମବାୟ ସମିତି ସମ୍ପାଦକ । ଭିଜିଲାନ୍ସ ଚଢାଉ ବେଳେ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଉମା ସେବା ସମବାୟ ସମିତିର ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ବେଳେ କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ ହୋଇଛି । ନଗଦ ୭ ଲକ୍ଷ ଟଙ୍କା ଓ ୨୦ ଲକ୍ଷ ଟଙ୍କାର ସୁନାଗହଣା ଠାବ ହୋଇଛି । ଗତକାଲିଠାରୁ ରେଡ୍ ଆରମ୍ଭ କରିଥିଲା ଭିଜିଲାନ୍ସ ଟିମ୍ । ବିଳମ୍ବିତ ରାତି ଯାଏଁ ଚଢ଼ାଉ ଚାଲିଥିଲା ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.