ବୌଦ୍ଧ: କୋଟିପତି ସେବା ସମବାୟ ସମିତି ସମ୍ପାଦକ । ଭିଜିଲାନ୍ସ ଚଢାଉ ବେଳେ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଉମା ସେବା ସମବାୟ ସମିତିର ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ବେଳେ କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ ହୋଇଛି । ନଗଦ ୭ ଲକ୍ଷ ଟଙ୍କା ଓ ୨୦ ଲକ୍ଷ ଟଙ୍କାର ସୁନାଗହଣା ଠାବ ହୋଇଛି । ଗତକାଲିଠାରୁ ରେଡ୍ ଆରମ୍ଭ କରିଥିଲା ଭିଜିଲାନ୍ସ ଟିମ୍ । ବିଳମ୍ବିତ ରାତି ଯାଏଁ ଚଢ଼ାଉ ଚାଲିଥିଲା ।
BREAKING NEWS
- ମୋଦୀଙ୍କୁ ସାହାଯ୍ୟ ମାଗିବାର କିଛି ଦିନ ଭିତରେ ମିଳିଲା ନ୍ୟାୟ: ସମାଧାନ ହେଲା ମୁମ୍ବାଇର ବହୁ ଚର୍ଚ୍ଚିତ ଜମି ବିବାଦ ମାମଲା
- କୁକୁର ନା ବିରାଡ଼ି କାମୁଡ଼ା, କିଏ ଅଧିକ ବିପଜ୍ଜନକ? ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
- ଆକାଶରେ ଫାଟିଲା ଟାୟାର, ବିମାନ ଭିତରେ ଖସିପଡ଼ିଲା ଛାତ: ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ଛାତିଥରା ଭିଡିଓ
- ସଲମାନଙ୍କ ଦୁଃଖ ଭରା ପୋଷ୍ଟ ନା ଆଗାମୀ ଫିଲ୍ମ ‘ସିକନ୍ଦର’ର ପ୍ରମୋସନ୍? ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର
- ଜଳବାୟୁ ପରିବର୍ତ୍ତନର ଭୟଙ୍କର ପ୍ରଭାବ: ତରଳୁଛି ହିମାଳୟର ଗ୍ଲେସିୟର, ବିପଦରେ ଭାରତର ୨୦ ପ୍ରତିଶତ ଜିଡିପି
- ଘୂର୍ଣ୍ଣିବଳୟ ସକ୍ରିୟ; ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
- ବେକାରୀ ହାର ନେଇ ନୂଆ ସର୍ଭେ ରିପୋର୍ଟ: ସହର ତୁଳନାରେ ଗ୍ରାମାଞ୍ଚଳରେ ସୃଷ୍ଟି ହେଲା ଅଧିକ ନିଯୁକ୍ତି ସୁଯୋଗ
- ଭଦ୍ରକରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ; କୁକୁଡ଼ା ଦୋକାନୀ ମୃତ, ଜଣେ ଗୁରୁତର
- ଋଷ ସହ ବେପାର କଲେ ଭାରତ ସମେତ ୫ ଦେଶ ଗଣିବେ ୧୦୦ ପ୍ରତିଶତ ଟିକସ
- ଅକ୍ଟୋବର ୧୫ରୁ ବଦଳିବ ୟୁପିଆଇ ନିୟମ: ଜାଣନ୍ତୁ ନୂଆ ଏମଡିଆର୍ ଚାର୍ଜ କାହା ଉପରେ ଲାଗୁ ହେବ?

Comments are closed.