ଭୁବନେଶ୍ବର : ରାଜ୍ୟରେ ସାଂଘାତିକ ହେଉଛି ମହାମାରୀ କରୋନା । ପ୍ରତିଦିନ ଗୋଟିଏ ପରେ ଗୋଟିଏ ଜୀବନ ନେଉଛି କିଲର ଭାଇରସ । ଆଜି କରୋନାରେ ପ୍ରାରଣ ହରାଇଛନ୍ତି ଜଣେ ବିଚାରପତି । ମହାମାରୀ କରୋନାରେ କଟକ ଭିଜିଲାନ୍ସ ବିଚାରପତି ରାଜକିଶୋର ନାୟକଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ଦେହାନ୍ତ ହୋଇଛି । କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ଭିଜିଲାନ୍ସ ବିଚାରପତିଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ଚାଲିଥିବା ବେଳେ ତାଙ୍କର ବିୟୋଗ ହୋଇଛି ।
BREAKING NEWS
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
Comments are closed.