ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ପୌର ପରିଷଦର ଟ୍ୟାକ୍ସ ସଂଗ୍ରହ କର୍ମଚାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ରେଡ୍ ହୋଇଛି । ସଂପୃକ୍ତ କର୍ମଚାରୀ ହେଉଛନ୍ତି ସଦାଶିବ ସ୍ୱାଇଁ । ତାଙ୍କର ଗୁରୁଜଙ୍ଗ ବାସଭବନ ଓ ଏନ୍ୟ ଏକ ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢାଉ କରୁଥିବା ସୂଚନା ମିଳିଛି । ବର୍ତ୍ତମାନ ବି ଚଢ଼ାଉ ଜାରି ରହିଛି ।
BREAKING NEWS
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ
- Asian Games 2026: ଝିଅ ଦେଖାଇଲେ ଦମ୍…୮୫ ପଦକ ପରେ ବି ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ! ପୂର୍ବ ଅପେକ୍ଷା କମିଲା ସଂଖ୍ୟା, ‘ସ୍ୱର୍ଣ୍ଣ’ରେ କାହିଁକି ପଛରେ ପଡ଼ିଲା ଭାରତ?
- Modi Cabinet: ବିଦା ହେବେ କି ୨ କେନ୍ଦ୍ରମନ୍ତ୍ରୀ? ରାଜ୍ୟସଭା ଲିଷ୍ଟରୁ ନାଁ ଗାଏବ! ମୋଦୀ କ୍ୟାବିନେଟରେ ବଡ଼ ପରିବର୍ତ୍ତନ ଆଭାସ!
- SCB ମେଡିକାଲରେ ହାଇଡ୍ରାମା; ପାଣିଟାଙ୍କିରୁ ଡେଇଁ ପଡ଼ିଲେ ଯୁବକ
- Gold Coin for Brides: ନବଜାତ ଶିଶୁଙ୍କୁ ସୁନାମୁଦି ପରେ ଏବେ ନୂଆ ବୋହୂଙ୍କୁ ସୁନା! ମୁଖ୍ୟମନ୍ତ୍ରୀ ହେବା ପରେ ଥାଲାପତି ବିଜୟଙ୍କ ଆଉ ଏକ ଚର୍ଚ୍ଚିତ ଯୋଜନା

Comments are closed.