Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ, ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ସିନିୟର ଆକାଉଣ୍ଟାଣ୍ଟ । ନବରଙ୍ଗପୁର ନିୟନ୍ତ୍ରିତ ବଜାର କମିଟି ଅଫିସର ସିନିୟର ଆକାଉଣ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ଅଶୋକ କୁମାର ନନ୍ଦ । ଆୟ ବର୍ହିଭୂତ ସମ୍ପତ୍ତି ଠୁଅ ଅଭିଯୋଗରେ ସକାଳୁ ସକାଳୁ ରେଡ୍ ଚାଲିଛି ।

ଭିଜିଲାନ୍ସ ବିଭାଗର ୩ଟି ଟିମ୍ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି । ଅଶୋକ ନନ୍ଦଙ୍କ ଇଛବତୀ ଗୁଡା ସ୍ଥିତ ବାସଭବନ, ଗାନ୍ଧିନଗର ଘର ଓ ଆରଏମସି କାର୍ୟ୍ୟାଳୟରେ ଏକକାଳୀନ ରେଡ୍ କରିଛି ଭିଜିଲାନ୍ସ। ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.