ବ୍ରହ୍ମପୁର: ଟାଟା ପାୱାର ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସଓଡିଏଲ୍)ର ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ପୁରୀ ଏବଂ ଗଞ୍ଜାମ ଜିଲାର ୧୦ଟି ସ୍ଥାନରେ ଚଢ଼ଉ ଚାଲିଛି। ଚଢ଼ଉରେ ଜଣେ ଅତିରିକ୍ତ ଏସପି, ୩ଜଣ ଡିଏସପି, ୧୨ଜଣ ଇନ୍ସପେକ୍ଟର ଏବଂ ୧୨ଜଣ ଏସଆଇ ଏବଂ ଏଏସଆଇ ସାମିଲ ହୋଇଛନ୍ତି। ବ୍ରହ୍ମପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜର୍ଜଙ୍କ ୱାରେଣ୍ଟ ବଳରେ ଚଢ଼ଉ କରାଯାଇଛି।
ବ୍ରହ୍ମପୁର ସହରର ସିଦ୍ଧାର୍ଥ ନଗର ପ୍ରଥମ ଲେନସ୍ଥିତ ତିନି ମହଲା ଘର, ବ୍ରହ୍ମପୁର ଆଙ୍କୁଲି ଶଶିଭୂଷଣ ନଗର ତୃତୀୟ ଲେନର ଦୁଇ ମହଲା ଘର, ଗୋପାଳପୁର ହରିପୁର ଗ୍ରାମର ଦୁଇ ମହଲା ଘର, ବ୍ରହ୍ମପୁର ସହର ଉପକଣ୍ଠ ଗଉଞ୍ଜୁ ସିସ୍ଥ ଫାର୍ମ ଆଉସ୍, ପୁରୀର ପିପିଲି ସ୍ଥିତ ଫ୍ଲାଟ୍, ବ୍ରହ୍ମପୁର ସହର ଉପକଣ୍ଠ ଆମ୍ବପୁଆର ଦୁଇ ବିଏଚକେ ଘର, ବାଳକୃଷ୍ଣପୁର ପୈତୃକ ଘର, ଲୋଚାପଡ଼ା ମା ଭୈରବୀ ଟ୍ରେଡର୍ସ ଦୋକାନ ଏବଂ ବ୍ରହ୍ମପୁର କୋର୍ଟପେଟାସ୍ଥତ କାର୍ଯ୍ୟାଳୟରେ ଚଢ଼ଉ କରାଯାଇଛି।
BREAKING NEWS
- AI Data Centers In Space: ମହାକାଶରେ ଖୋଲିବ AI ଡାଟା ସେଣ୍ଟର, ଐତିହାସିକ ପଦକ୍ଷେପ ନେବାକୁ ଯାଉଛନ୍ତି SpaceX CEO…
- EPFO: ସର୍ବନିମ୍ନ ପେନସନ୍ ୭,୫୦୦ ଟଙ୍କାକୁ ବୃଦ୍ଧି କରିବେ କି ସରକାର? ଶ୍ରମ ମନ୍ତ୍ରୀ ଦେଲେ ବଡ଼ ସୂଚନା…
- ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି
- India EU Trade Deal: ‘ମଦର୍ ଅଫ୍ ଅଲ୍ ଡ଼ିଲ’, ସରିଫ୍-ୟୁନୁସଙ୍କ ପାଇଁ କାଳ!
- Senior Citizens To Visit Puri: ବରିଷ୍ଠ ନାଗରିକ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ ସରକାର
- Turkey Offer To Iran: ଆମେରିକାକୁ ତେଲ ଦେଇ ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ଚୁକ୍ତି କର…ଇରାନକୁ ବଡ଼ ପ୍ରସ୍ତାବ ଦେଲା ତୁର୍କୀ…
- ଟି୨୦ ବିଶ୍ୱକପ: ଦ୍ରୁତ ଶତକ ହାସଲ କରିଥିବା ୫ ବ୍ୟାଟ୍ସମ୍ୟାନ
- ରଣବୀରଙ୍କୁ ଅନଫଲୋ କଲେ ଫରହାନ
- Pan Masala Not Banned In Odisha: ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
- ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ, ଅଭିନେତାଙ୍କ ବିରୋଧରେ ଚାଲିବ ମାମଲା
Comments are closed.