ବ୍ରହ୍ମପୁର: ଟାଟା ପାୱାର ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସଓଡିଏଲ୍)ର ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ପୁରୀ ଏବଂ ଗଞ୍ଜାମ ଜିଲାର ୧୦ଟି ସ୍ଥାନରେ ଚଢ଼ଉ ଚାଲିଛି। ଚଢ଼ଉରେ ଜଣେ ଅତିରିକ୍ତ ଏସପି, ୩ଜଣ ଡିଏସପି, ୧୨ଜଣ ଇନ୍ସପେକ୍ଟର ଏବଂ ୧୨ଜଣ ଏସଆଇ ଏବଂ ଏଏସଆଇ ସାମିଲ ହୋଇଛନ୍ତି। ବ୍ରହ୍ମପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜର୍ଜଙ୍କ ୱାରେଣ୍ଟ ବଳରେ ଚଢ଼ଉ କରାଯାଇଛି।
ବ୍ରହ୍ମପୁର ସହରର ସିଦ୍ଧାର୍ଥ ନଗର ପ୍ରଥମ ଲେନସ୍ଥିତ ତିନି ମହଲା ଘର, ବ୍ରହ୍ମପୁର ଆଙ୍କୁଲି ଶଶିଭୂଷଣ ନଗର ତୃତୀୟ ଲେନର ଦୁଇ ମହଲା ଘର, ଗୋପାଳପୁର ହରିପୁର ଗ୍ରାମର ଦୁଇ ମହଲା ଘର, ବ୍ରହ୍ମପୁର ସହର ଉପକଣ୍ଠ ଗଉଞ୍ଜୁ ସିସ୍ଥ ଫାର୍ମ ଆଉସ୍, ପୁରୀର ପିପିଲି ସ୍ଥିତ ଫ୍ଲାଟ୍, ବ୍ରହ୍ମପୁର ସହର ଉପକଣ୍ଠ ଆମ୍ବପୁଆର ଦୁଇ ବିଏଚକେ ଘର, ବାଳକୃଷ୍ଣପୁର ପୈତୃକ ଘର, ଲୋଚାପଡ଼ା ମା ଭୈରବୀ ଟ୍ରେଡର୍ସ ଦୋକାନ ଏବଂ ବ୍ରହ୍ମପୁର କୋର୍ଟପେଟାସ୍ଥତ କାର୍ଯ୍ୟାଳୟରେ ଚଢ଼ଉ କରାଯାଇଛି।
BREAKING NEWS
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ

Comments are closed.