ପାରଳାଖେମୁଣ୍ଡି: ଭିଜିଲାନ୍ସ ଜାଲରେ ସରକାରୀ ଶିକ୍ଷକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲାର ଜଣେ ସରକାରୀ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ସେ ହେଉଛନ୍ତି ଏ.ଏସ୍ ରାଉତପୁର ଜଙ୍ଗଲପାଡୁ ଗାଁର ଶିକ୍ଷକ ଦୁଷ୍ମନ୍ତ ନାୟକ । ଆଜି ସକାଳୁ ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସର ୬ଟି ଟିମ୍ ରେଡ ଚଳାଇଛନ୍ତି ।
ଦୁଷ୍ମନ୍ତ ନାୟକଙ୍କ ପୈତୃକ ଗ୍ରାମ ଜଙ୍ଗଲପାଡୁ ସମେତ ପାରଳାଖେମୁଣ୍ଡି ସହରର ୮ଟି ସ୍ଥାନରେ ଚଢ଼ାଉ ହୋଇଛି । ସେ ଶିକ୍ଷକ ଥିବା ଏସ. ରାଉତପୁର ସ୍କୁଲ ଓ ରାୟଗଡ ଜିଲ୍ଲା ଗୁଣପୁର ଶ୍ୱଶୁର ଘରେ ବି ରେଡ୍ ଚଳାଇଛନ୍ତି ଭିଜିଲାନ୍ସ ଟିମ୍ ।
BREAKING NEWS
- Gold winning hockey players:ପୁରୁଷ ଓ ମହିଳା ହକି ଟିମ୍କୁ ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ;ଓଡ଼ିଆ ଖେଳାଳୀଙ୍କୁ ୨୦ ଲକ୍ଷ ଲେଖାଏଁ ସ୍ୱତନ୍ତ୍ର ପୁରସ୍କାର
- ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟେଷ୍ଟ୍ ଦଳ ଘୋଷଣା: ବାଦ୍ ପଡ଼ିଲେ ଅଭିଜ୍ଞ ପେସର୍ ମହମ୍ମଦ ସାମି
- ସରପଞ୍ଚ,ନାଏବ ସରପଞ୍ଚଙ୍କୁ ମିଳିବ ୬ ମାସର ସମ୍ମାନ ରାଶି; ଜାଣନ୍ତୁ କେତେ…
- ଟିପିଏସ୍ଓଡିଏଲ୍ ତରଫରୁ ଏହି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ;ସୌର ଶକ୍ତି ବାବଦରେ ସଚେତନ କରିବ
- ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଭାରତର ଦିନିକିଆ ଏବଂ ଟେଷ୍ଟ୍ ଦଳ ଘୋଷଣା
- ଭିନୁ ମଙ୍କଡ ଟ୍ରଫି: ସେହ୍ୱାଗଙ୍କ ପୁଅ ଆର୍ଯ୍ୟବୀର ଖେଳିଲେ ବିସ୍ଫୋରକ ଶତକୀୟ ଇନିଂସ
- Durga Puja Security:ଦଶହରାରେ କଟକ ଜଗିବେ ୬୦ପ୍ଲାଟୁନ ପୋଲିସ;ଲାଗିବ ୧୩୦୦ ସିସିଟିଭି,ମଣ୍ଡପରେ ହେବ ଅଗ୍ନି ନିରାପତ୍ତା ଯାଞ୍ଚ
- ବ୍ୟକ୍ତିଗତ ଜୀବନକୁ ନେଇ ବଡ ଖୁଲାସା କଲେ ଚହଲ
- Pitabas Panda Murder Case:ସାକ୍ଷୀଙ୍କୁ ଧମକ ଅଭିଯୋଗରେ ଥାନାରେ ହାଜର ହେଲେ ବିକ୍ରମ ପଣ୍ଡା, ୨୮ରେ ପୁଣି…
- କପିଲ ଦେବଙ୍କ Gen Z ପ୍ରଦର୍ଶନକାରୀଙ୍କ ପାଇଁ ପରାମର୍ଶ: ‘ସେମାନେ ଶିଖିବା ଏବଂ ଶୁଣିବା ଦରକାର, ସେମାନେ ସର୍ବଦା ଠିକ୍ ନୁହଁନ୍ତି’

Comments are closed.