ବଲାଙ୍ଗିର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ବଲାଙ୍ଗିର ଜିଲା ଦେଓଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ(ଜେଇ) ଗିରୀଶ ପାତ୍ରଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି । ବଲାଙ୍ଗିର ରାଜେନ୍ଦ୍ର କଲେଜ ନିକଟ ଲେକଚର୍ସ କଲୋନୀ ସ୍ଥିତ ଘରେ ରେଡ୍ ଚାଲିଛି । ଏହାସହ ଯନ୍ତ୍ରୀ ରହୁଥିବା ଭଡା ଘର, ଦେଓଗାଁ ବ୍ଲକର ସରକାରୀ କାର୍ଯ୍ୟାଳୟ ଓ ପୈତୃକ ଗ୍ରାମରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ । ରେଡ୍ ସରିବା ପରେ ଗିରୀଶ ପାତ୍ରଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ହିସାବ ମିଳିପାରିବ ।
BREAKING NEWS
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…
- ବାଲିଯାତ୍ରା ପଡିଆରେ ନାବାଳକ ହତ୍ୟା ପଛରେ ତ୍ରିକୋଣୀୟ ପ୍ରେମ!
- ବିସିସିଆଇର ବଡ଼ ଘୋଷଣା; ପ୍ରଜ୍ଞାନ ଓଝା ଚୟନ କମିଟିର ଅଧ୍ୟକ୍ଷ…
- ରଣଜୀ ଟ୍ରଫି: ୭୮ ବର୍ଷ ପରେ ମିଜୋରମର ଚିନ୍ମୟଙ୍କ ୪୦୦ ରନର ଐତିହାସିକ ଇନିଂସ

Comments are closed.