ସୁବର୍ଣ୍ଣପୁର : ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଗ୍ରାମ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପିଇଓ ଦୁର୍ଯ୍ୟୋଧନ ମେହେରଙ୍କ ଘରେ ଆଜି ରେଡ୍ କରିଛି ଭିଜିଲାନ୍ସ ।
ସୋନପୁର ସହର ମାଣିକେଶ୍ୱରୀ ପଡ଼ାରେ ଥିବା ବାସଭବନ, ଚେରୁପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ଚାଲିଛି । ଭିଜିଲାନ୍ସ ବିଭାଗର 18 ଜଣିଆ ଟିମ୍ ରେଡ୍ ଚଳାଇଛନ୍ତି । ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି । ଚଢ଼ାଉ ଜାରି ରହିଥିବାରୁ ସମ୍ପତ୍ତି ତାଲିକା ସ୍ପଷ୍ଟ ହୋଇନି ।
BREAKING NEWS
- ମହାରାଷ୍ଟ୍ରର ଭୟଙ୍କର ଦୁର୍ଘଟଣା, ୮ ମହିଳା ମୃତ
- ଆର୍ଟେମିସ୍-୨ ଚନ୍ଦ୍ର ମିଶନ୍ ଲଞ୍ଚ କଲା ନାସା
- Chandigarh blast:ବିଜେପି କାର୍ଯ୍ୟାଳୟ ବାହାରେ ଗ୍ରେନେଡ୍ ଆକ୍ରମଣ; କେନ୍ଦ୍ରୀୟ ଏଜେନ୍ସିର ତଦନ୍ତ ଆରମ୍ଭ
- ECoR:ପୁଣି ଦେଶର ଏକ ନମ୍ବର ରେଳ ଜୋନ୍ ହେଲା ପୂର୍ବ ତଟ ରେଳପଥ; ସର୍ବାଧିକ ୨୮୬.୩ ନିୟୁତ ଟନ୍ ପଣ୍ୟ ପରିବହନ
- Odia Pakhya:ଏପ୍ରିଲ ୪ରେ ଆୟୋଜିତ ହେବ ଖଡ଼ିଛୁଆଁ ସହ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ
- ଷ୍ଟାଡିୟମ ସଫା କରି ଚର୍ଚ୍ଚାରେ ଏହି ମହାନ ଖେଳାଳି
- DGP Award: ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଲା ପଦକ
- Make in India: ଟେକ୍ ଟ୍ରାନ୍ସଫର ଚୁକ୍ତି ଅନୁଯାୟୀ ଇସ୍ରାଏଲ ଭାରତକୁ ଦେଲା ପ୍ରଥମ ହାଲୁକା ମେସିନ୍ ଗନ୍ ; ଜାଣନ୍ତୁ ଏହାର ବିଶେଷତ୍ୱ
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
Comments are closed.