ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ପୁଇଁନ୍ତଳା ପିଇଓ । ତାଙ୍କ ନାଁ ବିହାରିଲାଲ ବାରିକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ଓ ଅଫିସ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି । ବିହାରିଲାଲଙ୍କ ଶାନ୍ତିନଗରରେ ଥିବା ବାସଭବନରେ ଭିଜିଲାନ୍ସର ଗୋଟିଏ ଟିମ୍ ଚଢ଼ାଉ କରିଛି ।
ସେହିପରି ପୁଇଁନ୍ତଳା ଅଫିସରେ ବି ରେଡ୍ ଚାଲିଛି । ଭିଜିଲାନ୍ସର ଅନେକ ଟିମ୍ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଠାବ ହୋଇଛି ତାହା ସ୍ପଷ୍ଟ ହୋଇ ନାହିଁ ।
BREAKING NEWS
- RI office: ବେଆଇନ କାର୍ଯ୍ୟ କରିବାକୁ ମନା କଲେ RI…ଘୋଷାଡ଼ି ଘୋଷାଡ଼ି ପିଟିଲେ ଯୁବକ; ଥାନାରେ ଅଭିଯୋଗ
- ବିଧାୟକ ଓ ବରିଷ୍ଠ ଅଧିକାରୀଙ୍କ ପାଇଁ ୩୦୦ ଫ୍ଲାଟର ବ୍ୟବସ୍ଥା;ଜୁନ୍ ୩୦ ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ
- Sara Ali Khan Badrinath Kedarnath Visit : ଆଉ କେଦାରନାଥ ଦର୍ଶନ କରିପାରିବେ ନାହିଁ ସାରା ଅଲି ଖାନ?
- Bhojpuri film:୨୦ ବର୍ଷ ତଳର ସେହି ବ୍ଲକବଷ୍ଟର ଫିଲ୍ମ
- SJFI ସ୍ୱର୍ଣ୍ଣ ଜୟନ୍ତୀ: ଉତ୍ତରାଞ୍ଚଳ ଜିତିଲା ଜେକେ ବୋଷ ଟ୍ରଫି, ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ସମ୍ମାନିତ
- Modi’s Farewell Speech in Rajyasabha: ରାଜ୍ୟସଭା ସାଂସଦଙ୍କ ଉଦ୍ଦେଶ୍ୟରେ ବିଦାୟୀ ଭାଷଣ, ପ୍ରଧାନମନ୍ତ୍ରୀ କହିଲେ, “ରାଜନୀତିରେ କୌଣସି ପୂର୍ଣ୍ଣଚ୍ଛେଦ ନାହିଁ”
- Harbhajan Singh On Mumbai Indians Win: ଭଜିଙ୍କ ଭବିଷ୍ୟବାଣୀ, ଏଥର ମୁମ୍ବାଇ ଇଣ୍ଡିଆନ୍ସ
- Bunker Buster Bombs On Iran Missile Sites: ଭୟଙ୍କର ରୂପ ନେଲା ଯୁଦ୍ଧ! ଇରାନୀ କ୍ଷେପଣାସ୍ତ୍ର ଘାଟି ଉପରେ ବଙ୍କର୍ ବଷ୍ଟର ବୋମା ପକାଇଲା ଆମେରିକା
- ବୁମରାହ, ଅକ୍ଷରଙ୍କ ସ୍ୟାଲେରୀ ବଢ଼ାଇବ ବିସିସିଆଇ
- ଯୁଦ୍ଧ ମଧ୍ୟରେ ଏଲ୍ପିଜି ସଙ୍କଟ: ଓଡ଼ିଆ କ୍ୟାପଟେନଙ୍କ ସାହସ ଓ କର୍ତ୍ତବ୍ୟ ପାଇଁ ଆଜି ଦେଶ ଗର୍ବିତ
Comments are closed.