ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ପୁଇଁନ୍ତଳା ପିଇଓ । ତାଙ୍କ ନାଁ ବିହାରିଲାଲ ବାରିକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ଓ ଅଫିସ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି । ବିହାରିଲାଲଙ୍କ ଶାନ୍ତିନଗରରେ ଥିବା ବାସଭବନରେ ଭିଜିଲାନ୍ସର ଗୋଟିଏ ଟିମ୍ ଚଢ଼ାଉ କରିଛି ।
ସେହିପରି ପୁଇଁନ୍ତଳା ଅଫିସରେ ବି ରେଡ୍ ଚାଲିଛି । ଭିଜିଲାନ୍ସର ଅନେକ ଟିମ୍ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଠାବ ହୋଇଛି ତାହା ସ୍ପଷ୍ଟ ହୋଇ ନାହିଁ ।
BREAKING NEWS
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…

Comments are closed.