ବରଗଡ଼: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ଦହିତା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ପୁରନ୍ଦର ସାହୁ । ଆଜି ସକାଳେ ବରଗଡ଼ ଭିଜିଲାନ୍ସ ଟିମ୍ ପୁରନ୍ଦର ସାହୁଙ୍କ ଘରେ ଚଢ଼ାଉ ଜାରି ରଖିଛି । ଦହିତା ପଞ୍ଚାୟତ କାର୍ୟ୍ୟାଳୟ ସମେତ ପଦ୍ମପୁର ସ୍ଥିତ ଘରେ ରେଡ୍ କରାଯାଇଛି । ଚଢ଼ାଉରେ ଭିଜିଲାନ୍ସର ୨ଟି ଟିମ୍ରେ ୨୨ ଜଣ ସଦସ୍ୟ ସାମିଲ ଥିବା ସୂଚନା ମିଳିଛି ।
BREAKING NEWS
- Serious allegations against SCB Medical:ମେଡିକାଲ ବିରୋଧରେ ସାଂଘାତିକ ଅଭିଯୋଗ;ମାନସିକ ରୋଗୀଙ୍କୁ ପିଟିପିଟି ହତ୍ୟା !
- Mangaluru Blast at MRPL: ରିଫାଇନାରୀ ଅଘଟଣରେ ଜଣେ ମୃତ, ୯ ଆହତ
- Jail or Hotel ? ଜନ ଆସନ୍ତୋଷ ପରେ ବୁଲିଲା ବୁଲଡୋଜର
- ନିର୍ବାଚନରେ ପୁଣି ବ୍ୟାଲଟ୍ ପେପର ଫେରାଇ ଆଣିବାକୁ ଇଣ୍ଡିଆ ମେଣ୍ଟ ବୈଠକରେ ଖର୍ଗେଙ୍କ ଦାବି
- ସୁସ୍ଥ ହେଉଛନ୍ତି ଓରାଙ୍ଗଉଟାନ୍, ସୁହାଉଛି ଓଡ଼ିଶା ଜଳବାୟୁ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ
- ରୁଷରେ ଫସିଯାଇଛନ୍ତି ତେଲେଙ୍ଗାନାର ଚାରି ଯୁବକ; ଚାକିରି ନାଁରେ ସେନାରେ ଜବରଦସ୍ତି ଭର୍ତ୍ତି କରାଇଦେବା ଅଭିଯୋଗ
- ଖରାପ କୋଲେଷ୍ଟେରଲ୍ ବ୍ୟତୀତ ଏହି ୬କାରଣ ହାର୍ଟ ପାାଇଁ ବିପଦ
- J&K Encounter: ପହଲଗାମ୍ ମାଷ୍ଟରମାଇଣ୍ଡ ହାଶିମ ମୂସା ନିପାତ
- ମଝି ଆକାଶରେ ପାଇଲଟକୁ ଛୁରାମାଡ଼, ଅଳ୍ପକେ ବର୍ତ୍ତିଲେ ୧୮୦ ଯାତ୍ରୀ

Comments are closed.