ଯାଜପୁର: ଭିଜିଲାନ୍ସ ଜାଲରେ ଜଳ ସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ। କେଉଁଝର ଜିଲ୍ଲା ଆନନ୍ଦପୁର ବୈତରଣୀ ଜଳ ସମ୍ପଦ ବିଭାଗର ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ବିଧାନ ଚନ୍ଦ୍ର ସାହୁଙ୍କ ନିକଟରୁ ୧୦ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ। ସେ ଟଙ୍କା ନେଇ ଯାଉଥିବା ଖବର ପାଇଥିଲା ଭିଜିଲାନ୍ସ। କେନ୍ଦୁଝରରୁ କଟକ ନିଜ ବାସଭବନକୁ ଯିବା ରାସ୍ତା ଅଲଗା ଥିଲା। ହେଲେ ସେ ଟଙ୍କା ନେଇ ଯାଜପୁର କୁଆଖିଆ ରାସ୍ତାରେ ୪ଚକିଆରେ ଯାଉଥିବାବେଳେ ଏନସି କଲେଜ ପାଖରେ ଧରିଥିଲେ ଯାଜପୁର ଓ କଟକ ଟିମ ଭିଜିଲାନ୍ସ। ଏହି ଟିମର ମୁଖ୍ୟ ଥିଲେ କଟକ ଭିଜିଲାନ୍ସ ଏସପି ଅକ୍ଷୟ ମିଶ୍ର। ଅଧିକ ଖୋଳତାଡ଼ କରିବା ପାଇଁ ତାଙ୍କୁ ନିଜ ବାସଭବନ କଟକ ମହତାବ ରୋଡ଼କୁ ନିଆଯାଉଛି ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।
BREAKING NEWS
- ଏସୀୟ କ୍ରୀଡ଼ା ୨୦୨୬: ପାକିସ୍ତାନକୁ ହରାଇ ଫାଇନାଲରେ ଭାରତୀୟ ହକି ଦଳ
- Subhadra ShaktiBazaar:ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’;ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ
- ଏସୀୟ କ୍ରୀଡ଼ା ଫାଇନାଲ୍: ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ହାତମିଳାକୁ ନେଇ ସସପେନ୍ସ
- Ken-Betwa Project: ମଧ୍ୟପ୍ରଦେଶ ପାନ୍ନା ଗାଁରେ ଅଭିନବ ପ୍ରତିବାଦ
- ସାହସୀ ପାଇଲଟଙ୍କ ପାଇଁ ବଡ଼ ଘୋଷଣା: ସ୍ମିତ୍ ମଚ୍ଛାର ପାଇବେ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ
- Traffic Fines: ଚାଲାଣ ଭରୁନାହାନ୍ତି କି? ସୁପ୍ରିମକୋର୍ଟ ଦେଲେ କଡା ନିର୍ଦ୍ଦେଶ, ଲାଇସେନ୍ସରୁ PUC ଯାଏଁ ସବୁ ସେବା ବନ୍ଦ!
- ନିର୍ବାଚନରେ ରାଜନୈତିକ ଦଳ ପାଇଁ କାହିଁକି ଗୁରୁତ୍ୱପୂର୍ଣ୍ଣ ଶିଳ୍ପପତିଙ୍କ ସାହାଯ୍ୟ?
- Actress Pratyusha Banerjee Death case: ବୟଫ୍ରେଣ୍ଡ ରାହୁଲ ରାଜ୍ ସିଂ ଆଶ୍ୱସ୍ତ
- UPI ଛାଡି ନଗଦ ମୁହାଁ ଲୋକେ? ଚାର୍ଜ ଲାଗିବା ଖବର ପରେ ସର୍ଭେରେ ବଡ ଖୁଲାସା, କ୍ୟାସ୍-କାର୍ଡକୁ ଫେରିବେ ୭୬%!
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ

Comments are closed.